Posted inଖେଳ

ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ…

ହାଇଦ୍ରାବାଦ,୧୩।୫ : ଆଇପିଏଲ ୨୦୨୩ର ୫୮ ତମ ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି) ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏସଆରଏଚ ଟସ ଜିତତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଆଡେମ ମାର୍କେମଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛନ୍ତି। ସେହିପରି ଏଲଏସଜି ଦଳ ଅଧିନାୟକ କୃନାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ଏସଆରଏଚ ୧୮୨ ରନ କରିଛି। ଫଳରେ ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ ରହିଛି।

ଏସଆରଏଚ ପକ୍ଷରୁ ଅନମୋଲପ୍ରୀତ ସିଂ ୩୬ ରନ କରିଥିବାବେଳେ ରାହୁଲ ତ୍ରିପାଠୀ ୨୦ ରନ, ଆଡେନ ମାର୍କର୍ମ ୨୮ ରନ, ନେରିଚ କ୍ଲାସେନ ୪୭ ରନ, ଅବଦୁଲ ସମଦ ୩୭ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri