Advertisement
Posted inଖେଳ

ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୨୮ ରନ୍‌…

ମୋଲବୋର୍ନ,୬।୧୧ : ଟି-୨୦ ବିଶ୍ୱକପର ୪୧ ତମ ମ୍ୟାଚରେ ପାକିସ୍ତାନ ଏବଂ ବାଂଲାଦେଶ ମୁହାଁମୁହିଁ ହୋଇଛନ୍ତି। ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ଅଧିନାୟକ ବାବର ଆଜମ୍‌ଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲା।

ବାଂଲାଦେଶ ଦଳ ୨୦ ଓଭରରେ ଓ୍ବିକେଟ ୮ ହରାଇ ୧୨୭ ରନ୍‌ ସଂଗ୍ରହ କରିଥିଲା। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୨୮ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡି’ ଭିଲର୍ସଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ କୋହଲି

ଅହମ୍ମଦାବାଦ,୨୮।୪ : ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନ୍‌ରେ ହରାଇବା ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ସାଥି ଖେଳାଳି ଏବି ଡି’...

ରେସ୍‌ଲର ନରସିଂହଙ୍କୁ କରୋନା

ସୋନେପତ, ୨୯ା୧୧ (ପି.ଟି.)-ଡୋପିଂ ପାଇଁ ୪ ବର୍ଷ ବାସନ୍ଦ ଦଣ୍ଡ ଭୋଗି ସାରିବା ପରେ ପ୍ରଥମ ଅନ୍ତର୍ଜାତୀୟ ଇଭେଣ୍ଟରେ ଭାଗନେବା ଲକ୍ଷ୍ୟରେ ଥିବା ରେସଲ୍‌ର ନରସିଂହ...

ଆତଙ୍କବାଦୀଙ୍କ ଟାର୍ଗେଟରେ ଭାରତୀୟ କ୍ରିକେଟ ଦଳ: ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ,୨୦।୧୦: ଆସନ୍ତା ନଭେମ୍ବର ୩ରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଦିଲ୍ଲୀରେ ଖେଳାଯିବ। ଏହି ମ୍ୟାଚ୍‌ ପୂର୍ବରୁ ଆତଙ୍କବାଦୀଙ୍କ ନଜର ଭାରତୀୟ...

ଭର୍ଷ୍ଟାପେନ୍‌ଙ୍କୁ ମୋନାକୋ ଗ୍ରାଁ ପ୍ରି ଟାଇଟଲ

ମୋନାକୋ, ୨୪ା୫: ରେଡ୍‌ବୁଲ୍‌ର ମ୍ୟାକ୍ସ ଭର୍ଷ୍ଟାପେନ୍‌ ମୋନାକୋ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଏଥିସହିତ ଚାମ୍ପିୟନଶିପ୍‌ ଟେବୁଲରେ ମର୍ସିଡିଜ ଡ୍ରାଇଭର ଲୁଇସ୍‌...

ଚାରିବର୍ଷ ପରେ ଟପ୍ସରେ ସାନିଆ ସାମିଲ

ନୂଆଦିଲ୍ଲୀ, ୮।୪(ପି.ଟି.)- ଭାରତୀୟ ମହିଳା ଟେନିସ ତାରକା ସାନିଆ ମିର୍ଜା ସରକାରଙ୍କ ଟାର୍ଗେଟ ଅଲିମ୍ପିକ୍‌ ପୋଡିୟମ ସ୍କିମ୍‌ (ଟପ୍ସ)ରେ ସାମିଲ ହୋଇଛନ୍ତି। ୪ ବର୍ଷ ବ୍ୟବଧାନରେ...

ଇତିହାସ ରଚିଲେ ମନ୍ଧାନା

ସିଡନୀ,୧।୯: ଅଷ୍ଟ୍ରେଲିଆ ବିପକ୍ଷ ଡେ’ ନାଇଟ ଟେଷ୍ଟରେ ଶତକ ହାସଲ କରି ଭାରତର ଓପନର୍‌ ସ୍ମୃତି ମନ୍ଧାନା ଇତିହାସ ସୃଷ୍ଟି କରିଛନ୍ତି। ସେ ଡେ’ ନାଇଟ...

ଭାରତକୁ ଟ୍ରୋଲ କରୁଥିଲେ, ପାଣ୍ଡ୍ୟା ଦେଲେ ମୁହଁତୋଡ ଜବାବ

ଓ୍ବେଲିଂଟନ,୧୭।୧୧: ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ଇଂଲଣ୍ଡ ଠାରୁ ୧୦ ଉଇକେଟ ପରାଜୟ ପରେ ଟିମ ଇଣ୍ଡିଆ ଆଇସିସି ଟ୍ରଫି ଜିତିବାର ସୁଯୋଗ ହାତଛଡା କରିଥିଲା।...

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଫିଲ୍ଡିଂରେ ସୁଧାର ହେବା ଆବଶ୍ୟକ: ସର୍ଫରାଜ

ଟଣ୍ଟନ,୧୪।୬(ପି.ଟି.)-ଚଳିତ ବିଶ୍ୱକପ୍‌ରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ରବିବାର ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ବିଶ୍ୱକପର ସବୁଠାରୁ ରୋମାଞ୍ଚକ ମ୍ୟାଚ୍‌ ରୂପେ ପରିଗଣିତ...

Advertisement
Archives

Model This Week