Advertisement
Posted inଖେଳ

ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୫୩ ରନ…

ମେଲବୋର୍ନ,୯।୧୧ : ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ପାକିସ୍ତାନ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସିଡନୀ ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲମସନଙ୍କ ନେତୃତ୍ୱରେ ବ୍ୟାଟିଂ ପାଇଁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଟିମ୍‌ ପାକିସ୍ତାନ ଅଧିନାୟକ ବାବର ଆଜମ୍‌ଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଥିଲା।
ନ୍ୟୁଜିଲାଣ୍ଡ ଧାର୍ଯ୍ୟ ୨୦ ଓଭରରେ ୪ ଓ୍ବିକେଟ ହରାଇ ୧୫୨ ରନ କରିଥିଲା। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୫୩ ରନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି୨୦: ବର୍ଷା ପାକିସ୍ତାନକୁ ରକ୍ଷା କଲା

ସିଡ୍‌ନୀ,୩।୧୧(ଏଏଫ୍‌ପି)- ବର୍ଷା ଯୋଗୁ ପାକିସ୍ତାନ ଏକ ନିଶ୍ଚିତ ପରାଜୟରୁ ରକ୍ଷା ପାଇଛି। ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯାଇଥିବା...

ପ୍ରଥମ ଦୁଇ ଦିନିକିଆରୁ ଓ୍ବିଲିୟମସନ ବାଦ୍‌

ହାମିଲଟନ, ୪।୨ (ପି.ଟି.)- ଭାରତ ବିପକ୍ଷ ଆଗାମୀ ଦିନିକିଆ ସିରିଜ ପୂର୍ବରୁ ଘରୋଇ ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳକୁ ଝଟ୍‌କା ଲାଗିଛି। କହୁଣି ଆଘାତଜନିତ ସମସ୍ୟା ଲାଗି...

ନୂଆ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର ଦୌଡ଼ରେ ପନ୍ତ, ଅଶ୍ୱିନ

ଦୁବାଇ,୨୮।୧(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏବେ ନୂଆକରି ପ୍ଲେୟାର ଅଫ୍‌ ଦି ମନ୍ଥ ପୁରସ୍କାର ପ୍ରଦାନ କରିବା ପ୍ରକ୍ରିୟା ଆରମ୍ଭ କରିଛି। ପ୍ରଥମଥର ପାଇଁ...

ବେଲଜିୟମ ପରାଜୟ ପରେ ହିଂସାକାଣ୍ଡ…

ବ୍ରୁସେଲ୍ସ ,୨୮।୧୧ : କତାରରେ ଚାଲିଥିବା ଫିଫା ବିଶ୍ୱକପ ମ୍ୟାଚରେ ରବିବାର ବେଲଜିୟମ ଉପରେ ମୋରୋକୋର ବିଜୟ ପରେ ହିଂସା କାଣ୍ଡ ଆରମ୍ଭ ହୋଇଥିଲା। ଏହା...

ପୁଣି ଘୁଞ୍ଚିବ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୨୪।୯ (ପି.ଟି.): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ପୁଣି ଥରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ପୂର୍ବରୁ ଥରେ ଘୁଞ୍ଚାଯାଇ ଏହି ମେଗା ଇଭେଣ୍ଟକୁ...

ଗୁରୁପୂର୍ଣ୍ଣିମାରେ ଏହି ୩ ବ୍ୟକ୍ତିଙ୍କୁ ମନେ ପକାଇଲେ ସଚିନ

କ୍ରିକେଟରେ ଅନେକ ରେକର୍ଡ ଭାଙ୍ଗିଥିବା ସଚିନ ତେନ୍ଦୁଲକର ରବିବାର ଗୁରୁପୂର୍ଣ୍ଣିମା ଅବସରରେ ଏକ ଭିଡିଓ ଶେୟାର ନିଜ ଗୁରୁଙ୍କୁ ସଲାମ କରି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

କାର୍‌ ଦୁର୍ଘଟଣାରେ ଚାଲିଗଲା ଖ୍ୟାତନାମା ଅମ୍ପାୟାର ରୁଡି କର୍ଜନଙ୍କ ଜୀବନ

ନୂଆଦିଲ୍ଲୀ,୯।୮: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ରୁଡି କର୍ଜନଙ୍କ ଏକ କାର୍‌ ଦୁର୍ଘଟଣାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୭୩ ବର୍ଷ ହୋଇଥିଲା। ପରିବାରରେ...

ଇଡେନ୍‌ ଗାର୍ଡେନ୍ସ ନାମରେ ଝିଅ ନାଁ ରଖିଲେ ଏହି ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର, କହିଲେ ଏମିତି

ନୂଆଦିଲ୍ଲୀ,୧୦।୨: ହୃଦୟ ଜିତିଛନ୍ତି ୱେଷ୍ଟଇଣ୍ଡିଜ କ୍ରିକେଟ ଟିମର ଅଲରାଉଣ୍ଡର କାର୍ଲସ ବ୍ରାଥୱେଟ। ସେ ନିଜ ଝିଅଙ୍କ ନାମ ଐତିହାସିକ କ୍ରିକେଟ ମଇଦାନ ଇଡେନ ଗାର୍ଡେନ୍ସ ନାମରେ...

Advertisement
Archives

Model This Week