Posted inଖେଳ

ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ରନ ୩୩୮…

କୋଲକାତା,୧୧।୧୦: ପଶ୍ଚିମବଙ୍ଗର କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଥିବା ବିଶ୍ୱକପ ୨୦୨୩ର ୪୪ତମ ମ୍ୟାଚ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି।
ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବୋଲିଂ ଆରମ୍ଭ କରିଥିଲା।
ଇଂଲଣ୍ଡ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୩୭ ରନ କରିଛି। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୩୩୮ରନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଆତ୍ମହତ୍ୟା କଲେ ବଳାତ୍କାର ଅଭିଯୁକ୍ତ: ପୋଲିସର କାର୍ଯ୍ୟଦକ୍ଷତା ଉପରେ ଉଠିଲା ପ୍ରଶ୍ନ

ନବରଙ୍ଗପୁର,୨୯।୪(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ପୋଲିସ ହେପାଜତରେ ରଖିଥିବା ସମୟରେ ଥାନା ଭିତରେ ହିଁ…

ଭାଜପା କର୍ମୀଙ୍କୁ ଆକ୍ରମଣ: ନିର୍ବାଚନ ଚାଲିଥିବାବେଳେ ବୁଥ୍‌ରେ ମାରପିଟ୍‌

କୋଲକାତା,୨୯।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ବୁଧବାର ଭୋଟିଂ ଚାଲିଛି। ୨୯୪ ବିଧାନସଭା ଆସନ ମଧ୍ୟରୁ ୧୪୨ଟିରେ ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଛି।…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିଲେ ଶଙ୍କର: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ

ଦାରିଙ୍ଗବାଡି, ୨୯/୪(ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଲୋହରା ସାହିର ଶଙ୍କର ବିଶୋଇ (୪୦)ଙ୍କ ମୃତଦେହ ଦାରିଙ୍ଗବାଡିରେ ପହଞ୍ଚିଛି। ବୁଧବାର ସକାଳ ୮ଟା ସମୟରେ ମୃତଦେହ ତାଙ୍କ ଲୋହରା…

ବିପଦସଂକୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ: ମରାମତି ପାଇଁ ଦାବି

କେସିଙ୍ଗା,୨୯।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ହରିଜନ ପଡା(ପୂର୍ବ)ରେ ଥିବା ବିଦ୍ୟୁତ ଖୁଣ୍ଟ ଦୀର୍ଘ ଦିନ ହେଲା ବିପଦସଂକୁଳ ଅବସ୍ଥାରେ…

ଡ୍ରେସିଂ ରୁମ୍‌ରେ ଇ-ସିଗାରେଟ୍‌ ଟାଣି ଚର୍ଚ୍ଚାରେ ଅଧିନାୟକ: ହେବ କି କାର୍ଯ୍ୟନୁଷ୍ଠାନ

ନୂଆଦିଲ୍ଲୀ,୨୯।୪: ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ପ୍ରିମିୟମ ଲିଗ ୨୦୨୬ ମ୍ୟାଚ ସମୟରେ ଏକ ନୂତନ ବିବାଦ ଦେଖାଦେଇଛି। ରାଜସ୍ଥାନର ୨୪ ବର୍ଷୀୟ ଅଧିନାୟକ…

ଯାତ୍ରୀବାହୀ ଡଙ୍ଗାକୁ ବିପଦ ଡ୍ରେଜିଂ ଭେସଲର: ପଦକ୍ଷେପ ନେବାକୁ ଦାବିକଲେ ଅଞ୍ଚଳବାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ-ବାହାକୁଦ-ମୂଷାଡ଼ିଆ ଫେରିଘାଟରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏକ ସପ୍ତାହଧରି…

ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି

ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ…

ଦିନରେ ଚୁଟି ବେପାର, ରାତିରେ ଚୋରି: ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୋଗରାଇ, ୨୯ା୪(ପ୍ରଦୀପ ଦାସ):ଦିନରେ ଘର ଘର ବୁଲି ଚୁଟି ବେପାର କରୁଥିଲେ। ରାତି ହେଲେ ଘରେ ପଶି ଟଙ୍କା ପଇସା, ସୁନାଗହଣା ଲୁଟ୍‌ କରି ଚମ୍ପଟ ମାରୁଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri