Advertisement
Posted inଖେଳ

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ…

ମେଲବୋର୍ନ,୨୯।୧୦ : ଟି-୨୦ ବିଶ୍ୱକପରେ ଶନିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ସ୍ଥାନ ପାଇଁ ଲଢ଼େଇ ଜାରି ରହିଛି। ନ୍ୟୁଜିଲାଣ୍ଡର ଦୁଇଟି ମ୍ୟାଚରୁ ତିନୋଟି ପଏଣ୍ଟ ରହିଛି ଏବଂ ଦଳ ସୁପର -୧୨ ରାଉଣ୍ଡର ଗ୍ରୁପ -୧ ର ଶୀର୍ଷରେ ଅଛି। ଏଥି ସହିତ ଶ୍ରୀଲଙ୍କାର ଦଳ ଦୁଇଟି ମ୍ୟାଚରୁ ଦୁଇଟି ପଏଣ୍ଟ ସହ ପଞ୍ଚମ ସ୍ଥାନରେ ରହିଛି। ଯଦି କିୱି ଦଳ ଏହି ମ୍ୟାଚ ଜିତେ, ତା’ହେଲେ ସେମାନେ ଶୀର୍ଷରେ ରହିବେ। ଅପରପକ୍ଷରେ ଯଦି ଶ୍ରୀଲଙ୍କା ଏହି ମ୍ୟାଚ ଜିତେ ତେବେ ଦଳ ଚାରି ସ୍ଥାନକୁ ଡେଇଁ ସିଧା ଏକ ନମ୍ବରରେ ପହଞ୍ଚିବ।

ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲମସନ୍‌ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲେ।
ଏହି ମ୍ୟାଚ୍‌ରେ ଧାର୍ଯ୍ୟ ୨୦ ଓଭରରେ ନ୍ୟୁଜିଲାଣ୍ଡ ୭ ଓ୍ବିକେଟ ହରାଇ ୧୬୭ ରନ୍‌ କରିଛି। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ୍‌ ରହିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଗ୍ଲେନ ଫିଲିପ୍‌ ୬୪ ବଲରେ ୧୦୪ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୋହାରେ ଭାରତୀୟ ଫୁଟ୍‌ବଲ ଦଳର ଟ୍ରେନିଂ ଆରମ୍ଭ

ନୂଆଦିଲ୍ଲୀ,୨୩।୫(ପି.ଟି.): କାତାରର ରାଜଧାନୀ ଦୋହାରେ ପହଞ୍ଚିବା ପରେ ଭାରତୀୟ ଫୁଟ୍‌ବଲ ଦଳର ସବୁ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ ବୋଲି ଜଣାପଡିଛି।...

ଚମତ୍କାର ଇନିଂସ ଖେଳିବା ସତ୍ତ୍ୱେ ୱାଶିଂଟନ ସୁନ୍ଦରଙ୍କ ଉପରେ ରାଗିଲେ ବାପା

ଚେନ୍ନାଇ,୧୮।୧: ଡେବ୍ୟୁ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଥିବା ୱାଶିଂଟନ ସୁନ୍ଦରଙ୍କ ପ୍ରଶଂସା କରୁଛନ୍ତି। କିନ୍ତୁ ପୁଅ ଏକ ଶତକ ସ୍କୋର କରିବାରେ ବିଫଳ ହୋଇଥିବାରୁ ତାଙ୍କ...

ନୀତୁଙ୍କ ଚମତ୍କାର ପ୍ରଦର୍ଶନ: ବକ୍ସିଂରେ ଭାରତକୁ ସ୍ବର୍ଣ୍ଣ

ବର୍ମିଂହାମ,୭।୮:ରାଜ୍ୟଗୋଷ୍ଠୀ କ୍ରୀଡାରେ ବକ୍ସିଂରେ ଭାରତ ସ୍ବର୍ଣ୍ଣ ପଦକ ମିଳିଛି। ହରିୟାଣାର ବକ୍ସର ନୀତୁ ଘଙ୍ଗାସ ଭାରତକୁ ଏହି ପଦକ ଜିତାଇଛନ୍ତି। ମହିଳା ୪୫-୪୮ କିଗ୍ରା ଫାଇନାଲରେ...

ଆଇପିଏଲ୍‌ ଖେଳିବାକୁ ଶୁଭ୍ରାଂଶୁଙ୍କୁ ସୁଯୋଗ

ଭୁବନେଶ୍ୱର,୧୮।୧୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବାକୁ ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ପାଇଁ ସୁଯୋଗ ସୃଷ୍ଟି ହୋଇଛି। ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ଚେନ୍ନାଇ ସୁପର...

କିଙ୍ଗ୍‌ କୋହଲିଙ୍କୁ ମାଇଲ୍‌ ପଛରେ ଛାଡ଼ିଲେ ବାବର

ବର୍ମିଂହାମ,୧୩।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇ ଦିନିକିଆ ମ୍ୟାଚ୍‌ ବିଫଳ ହେବା ପରେ ପାକିସ୍ତାନ ଅଧିନାୟକ ବାବର ଆଜାମ ମଙ୍ଗଳବାର ଖେଳିଛନ୍ତି କ୍ୟାରିୟରର ଶ୍ରେଷ୍ଠ ଇନିଂସ।...

୨ୟ ଅନ୍‌ଅଫିସିଆଲ ଦିନିକିଆ: ଭାରତ ଏ’ ୨-୦ରେ ସିରିଜ ଅଗ୍ରଣୀ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୫।୭ (ପି.ଟି.)- ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ମନୀଷ ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତ-ଏ ଦଳ...

ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌ (ଏମ୍‌ଆଇ) ବିଜୟ...

ପନ୍ତଙ୍କ ମୁଣ୍ଡ ଥାପୁଡେଇଲେ କୋହଲି, ଜାଣନ୍ତୁ କାହିଁକି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ହୋଇଥିଲା। ଏହି ମ୍ୟାଚ...

Advertisement
Archives

Model This Week