Posted inଖେଳ

କିସ୍‌ ପୁରୁଷ ରଗ୍‌ବୀ ଦଳ ବିଜୟୀ

ଭୁବନେଶ୍ୱର, ୩୦ା୧(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ ୟୁନିଭର୍ସିଟିର ରଗ୍‌ବୀ ଷ୍ଟାଡିୟମରେ ନ୍ୟାଶନାଲ ୧୫ଏସ୍‌ ମେନ୍‌ ଡିଭିଜନ-୧ ରଗ୍‌ବୀ ଚାମ୍ପିୟନଶିପ୍‌ ୨୦୨୩ ଆରମ୍ଭ ହୋଇଛି। ଏହା ଫେବୃୟାରୀ ୪ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିବସରେ କିସ୍‌ ପୁରୁଷ ଦଳ ୨୦-୧୭ରେ ବମ୍ବେ ଜିମ୍‌ଖାନା ଦଳକୁ ହରାଇ ଦେଇଛି। ପୁରୁଷ ବିଭାଗରେ ଭାଗନେଉଥିବା ଅନ୍ୟ ଦଳଗୁଡ଼ିକ ହେଲେ ଇଣ୍ଡିଆନ ଆର୍ମି, ଏଫ୍‌ଏଚ୍‌ ହାର୍ଲେକୁଇନ୍ସ (ଜେସି), ସିସିଏଫ୍‌ସି, ଏମ୍‌ଏସ୍‌ପି, ଦିଲ୍ଲୀ ହରିକେନ୍ସ, ଦିଲ୍ଲୀ ରିବେଲ୍ସ, ସର୍ଜେଣ୍ଡ୍ସ ଇନ୍‌ଷ୍ଟିଚ୍ୟୁଟ୍‌ ଓ ବାଙ୍ଗାଲୋର ଆର୍‌ଏଫ୍‌ସି। ସେହିପରି ମହିଳା ପ୍ରତିଯୋଗିତାରେ ଓଡ଼ିଶା ବ୍ୟତୀତ ସିସିଏଫ୍‌ସି, ଏଫ୍‌ଏଚ୍‌ ହାର୍ଲେକୁଇନ୍ସ (ଜେସି), ଦିଲ୍ଲୀ ହରିକେନ୍ସ, ରଗ୍‌ବୀ ଓ୍ବାରିଅର୍ସ, ରୋମ୍‌ ଓ ବିହାର ଦଳ ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri