ବଜାରରେ ‘ଭିଡା ଭି ୧ ପ୍ରୋ’

କଟକ,୧୮।୧୦: ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ (ଇଲେକ୍ଟ୍ରି ଭେଇକିଲ୍‌ସ ବା ଇଭି) ତଥା ହିରୋ ମୋଟକର୍ପ ଲିମିଟେଡର ଅଗ୍ରଣୀ ବ୍ରାଣ୍ଡ୍‌ ଭିଡାର ନୂତନ ମଡେଲ ‘ଭିଡା ଭି ୧ ପ୍ରୋ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ସ୍ବୀକୃତିପ୍ରାପ୍ତ ଡିଲର ଜେଏମ୍‌ଜି ଅଟୋମୋବାଇଲ୍ସ କଟକ ପକ୍ଷରୁ ମଙ୍ଗଳବାର ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବ ଆୟୋଜନ କରାଯାଇଥିଲା। ଏହି ଅବସରରେ ଜେଏମ୍‌ଜି ଅଟୋମୋବାଇଲ୍ସ ଏମ୍‌ଡି ପ୍ରଦୀପ୍ତ ଅଗ୍ରଓ୍ବାଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ‘ଭିଡା ଭି ୧ ପ୍ରୋ’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିଥିଲେ। ବିଶେଷକରି ଏହି ଇଭି ଯାନରେ ଅତ୍ୟାଧୁନିକ ସୁବିଧା ସହ ଅନେକ ଫିଚର ସଂଯୋଗ କରାଯାଇଛି। ଏପରିକି ୫ଟି ଆକର୍ଷଣୀୟ ରଙ୍ଗ (କଲର)ରେ ଉପଲବ୍ଧ ହେଉଥିବା ଏହି ମେଡଲର ବଜାର ମୂଲ୍ୟ ୧,୪୫,୯୦୦ ଟଙ୍କା ରହିଛି। ଏ ସମ୍ପର୍କରେ ଜେଏମ୍‌ଜି ଅଟୋମୋବାଇଲ୍ସ ଏମ୍‌ଡି ପ୍ରଦୀପ୍ତ ଅଗ୍ରଓ୍ବାଲ କହିଛନ୍ତି, ହିରୋ କମ୍ପାନୀର ଅଗ୍ରଣୀ ଇଭି ବ୍ରାଣ୍ଡ୍‌ ଭିଡାକୁ ମଡେଲ୍‌କୁ କଟକ ସମେତ ଓଡ଼ିଶା ବଜାରରେ ପ୍ରବେଶ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri