Posted inଖେଳ

ବିଦର୍ଭ ହେଲା Ranji Trophy ଚାମ୍ପିଅନ୍‌, ବିଜୟର ହିରୋ ସାଜିଲେ କରୁଣ ନାୟର

ନାଗପୁର,୨।୩: ତୃତୀୟ ଥର ପାଇଁ ବିଦର୍ଭ ଟିମ୍‌ ରଣଜୀ ଟ୍ରଫି ୨୦୨୫ ଟାଇଟଲ ଜିତିଛି। କେରଳ ବିପକ୍ଷ ଫାଇନାଲରେ ପ୍ରଥମ ଇନିଂସ ଲିଡ ଆଧାରରେ ସେମାନେ ଟ୍ରଫି ଜିତିଯାଇଛନ୍ତି। ବିଦର୍ଭ ତୃତୀୟ ଥର ପାଇଁ ଏହି ଟାଇଟଲ ଜିତିଛି। ଏହି ସଫଳତାରେ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ କରୁଣ ନାୟାରଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିଲା। ସେ ଫାଇନାଲ ମ୍ୟାଚ୍‌ର ପ୍ରଥମ ଇନିଂସରେ ୮୬ ରନ କରିଥିବା ବେଳେ ଦ୍ୱିତୀୟ ଇନିଂସରେ ୧୩୫ ରନ କରିଥିଲେ। କେବଳ ଏହି ମ୍ୟାଚ୍‌ରେ ନୁହେଁ, ସମଗ୍ର ସିଜନରେ ସେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି, ଯେଉଁଥିଲାଗି ବିଦର୍ଭ ଟିମ୍‌କୁ ଏହି ଟୁର୍ନାମେଣ୍ଟର ଇତିହାସରେ ତୃତୀୟ ଥର ପାଇଁ ଟ୍ରଫି ଉଠାଇବାର ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଏକ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri