Posted inଖେଳ

ଅନ୍ତିମ ଓଭରରେ ନେଲେ ଲଗାତାର ୪ ଉଇକେଟ

ନୂଆଦିଲ୍ଲୀ,୨୦।୧୧: କର୍ନାଟକ ବିପକ୍ଷରେ ଶନିବାର ଖେଳାଯାଇଥିବା ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଦ୍ୱିତୀୟ ସେମିଫାଇନାଲରେ ବିଦର୍ଭ ପେସର ଦର୍ଶନ ନାଲକାଣ୍ଡେ ଅନ୍ତିମ ଓଭରରେ ଲଗାତାର ୪ ବଲରେ ୪ ଉଇକେଟ ନେଇଛନ୍ତି। ଏଭଳି ସଫଳତା ପାଇବାରେ ଅଭିମନ୍ୟୁ ମିଥୁନଙ୍କ ପରେ ନାଲକାଣ୍ଡେ ଦେଶର ଦ୍ୱିତୀୟ ବୋଲର। ଦର୍ଶନ ୨୦ତମ ଓଭରର ଅନିରୁଦ୍ଧ ଜୋଶି, ବି ଆର ଶରଥ, ଜେ ସୁଚିଥ ଓ ଅଭିନବ ମନୋହରଙ୍କ ଉଇକେଟ ନେଇଥିଲେ। ଟି୨୦ କ୍ରିକେଟରେ ଏହା ଦର୍ଶନଙ୍କ ଦ୍ୱିତୀୟ ହ୍ୟାଟ୍ରିକ। ପୂର୍ବରୁ କେବଳ ଶ୍ରୀଲଙ୍କାର ପୂର୍ବତନ ପେସର ଟି୨୦ କ୍ରିକେଟରେ ଦୁଇ ଥର ହ୍ୟାଟ୍ରିକ ନେଇଥିଲେ।

ଦର୍ଶନଙ୍କ ଏଭଳି ପ୍ରଦର୍ଶନ ସତ୍ତ୍ୱେ ବିଦର୍ଭ ଫାଇନାଲକୁ ଉଠି ପାରିନାହିଁ। କର୍ନାଟକ ପାଇଁ ରୋହନ କଦମ (୮୭ ରନ୍‌, ୭ ଚୌକା ଓ ୪ ଛକା)ଓ ଅଧିନାୟକ ମନୀଷ ପାଣ୍ଡେ(୫୪ ରନ୍‌, ୨ ଚୌକା ଓ ୩ ଛକା)ଙ୍କ ଓପନିଂ ଯୋଡ଼ି ୧୫ ଓଭରରେ ଯୋଡ଼ିଥିଲେ ୧୩୨ ରନ୍‌। ଫଳରେ ଧାର୍ଯ୍ୟ ୨୦ ଓଭରରେ କର୍ନାଟକ ୭ ଉଇକେଟ ହରାଇ ୧୭୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଜବାବରେ ଖେଳାଳିଙ୍କ ମିଳିତ ଉଦ୍ୟମ ସତ୍ତ୍ୱେ ବିଦର୍ଭ ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ ଦୂରରେ ରହିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ ବୋଲି କୁହାଯାଉଛି। କାରଣ ଝିଅ ପୁଅ ବୋହୁ ମାନଙ୍କ ଅତିଷ ଯନ୍ତ୍ରଣା ଖୁବ…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?