Posted inଜାତୀୟ

ଗଣବଳାତ୍କାରୀ ପୀଡ଼ିତାଙ୍କ ମୁହଁରେ କଳା ବୋଳି, ଲଣ୍ଡା କରି ଚଲାଇଲେ

ନୂଆଦିଲ୍ଲୀ,୨୭।୧: ଗଣବଳାତ୍କାର ପୀଡ଼ିତାଙ୍କୁ ଦିଲ୍ଲୀରେ ମାଡ଼ ମାରିବା ସହ ତାଙ୍କୁ ଲଣ୍ଡା କରି ମୁହଁରେ କାଳି ବୋଳି ପରେଡରେ କରାଇଛନ୍ତି ପଡ଼ୋଶୀ। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ୪ ମହିଳାଙ୍କୁ ଗିରଫ କରାଯାଇଛି। ଏ ନେଇ ଗୁରୁବାର ସ୍ପଷ୍ଟ କରିଛି ଦିଲ୍ଲୀ ମହିଳା କମିଶନ।

ପୀଡ଼ିତାଙ୍କୁ ଭେଟିଥିବା ଦିଲ୍ଲୀ ମହିଳା କମିଶନ ମୁଖ୍ୟ ସ୍ବାତି ମାଲିଓ୍ବାଲ ଟୁଇଟ୍‌ କରି ଦିଲ୍ଲୀ ପୋଲିସଠାରୁ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

“ଜଣେ ୨୦ ବର୍ଷୀୟା ଯୁବତୀଙ୍କୁ କସ୍ତୁରବା ନଗରରେ ବେଆଇନ ମଦ ବେପାରୀ ଗଣବଳାତ୍କାର କରିଥିଲେ। ତା’ରେ ପୀଡ଼ିତାଙ୍କୁ ପଡ଼ୋଶରେ ଲଣ୍ଡା କରି, ମୁହଁରେ କାଳି ବୋଳି ଓ ଚପଲର ମାଳ ପିନ୍ଧାଇ ରାସ୍ତାରେ ପରେଡ୍‌ କରାଇଥିଲେ। ମୁଁ ଦିଲ୍ଲୀ ପୋଲିସକୁ ନୋଟିସ ଜାରି କରିଛି। ଏହି ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବା ଉଚିତ। ପୀଡ଼ିତା ଏବଂ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦିଆଯିବା ଦରକାର” ବୋଲି ମାଲିଓ୍ବାଲ ଭିଡିଓ ଶେୟାର କରି କ୍ୟାପଶନରେ ଲେଖିଛନ୍ତି।

ପୀଡ଼ିତାଙ୍କ ଅନୁଯାୟୀ, ତାଙ୍କୁ ଘରୁ ୩ ଜଣ ବ୍ୟକ୍ତି ଉଠାଇ ନେଇ ଗଣବଳାତ୍କାର କରିଥିଲେ। ସେମାନେ ସେହି ଅଞ୍ଚଳରେ ବେଆଇନ ମଦ ଓ ଡ୍ରଗ୍ସ ବେପାର କରନ୍ତି। ଗଣବଳାତ୍କାର ବେଳେ ଜଣେ ମହିଳା ଘଟଣା ସ୍ଥଳରେ ଉପସ୍ଥିତ ରହି ଅପରାଧୀଙ୍କୁ ଉସୁକାଉଥିଲେ ବୋଲି ମହିଳା ପ୍ୟାନେଲ ପକ୍ଷରୁ ଜାରି କରାଯାଇଥିବା ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri