Posted inଖେଳ

Video: ବିରାଟ କୋହଲିଙ୍କ ବ୍ୟାଟିଂ ଦେଖୁ ଦେଖୁ ଶୋଇ ପଡ଼ିଥିଲେ ଅନୁଷ୍କା

ଦୁବାଇ,୫।୩: ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଛି। ମାର୍ଚ୍ଚ ୪ରେ ହେବାକୁ ଥିବା ଏହି ମୁକାବିଲାରେ ଟିମ୍‌ ଇଣ୍ଡିଆ ଜବରଦସ୍ତ ପ୍ରଦର୍ଶନ ସହ ଫାଇନାଲରେ ପ୍ରବେଶ କରିଛି। ତେବେ ଏହି ବିଜୟରେ ବଡ଼ ପୁରୋଧା ସାଜିଥିଲେ କ୍ରିକେଟର ବିରାଟ କୋହଲି। ସେ ୮୪ ରନ୍‌ର ଇନିଂସ ଖେଳି ଦଳର ସ୍ଥିତିକୁ ମଜଭୂତ କରିଥିଲେ। ଏଥିଲାଗି ତାଙ୍କୁ ପ୍ଲେୟାର ଅଫ୍‌ ଦ ମ୍ୟାଚ୍‌ ଭାବେ ଚୟନ କରାଯାଇଥିଲା। ଭାରତୀୟ ଟିମ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିରାଟଙ୍କୁ ସମର୍ଥନ ଦେବାକୁ ପତ୍ନୀ ଅନୁଷ୍କା ଷ୍ଟାଡିୟମରେ ପହଞ୍ଚିଥିଲେ। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଭିଡିଓରେ ଅନୁଷ୍କା ନିଦରେ ଶୋଇ ଯାଇଥିବା ଦେଖାଯାଉଛି। ଏଣୁ ବିରାଟଙ୍କ ବ୍ୟାଟିଂ ଦେଖି ତାଙ୍କୁ ନିଦ ଆସିଯାଇଥିବା ଦାବି କରାଯାଉଛି।

ଭାରତ ବ୍ୟାଟିଂର ୧୫ତମ ଓଭରର ବ୍ରେକ୍‌ ସମୟରେ କ୍ୟାମେରାମ୍ୟାନ୍‌ ଅନୁଷ୍କାଙ୍କୁ ଶୋଇଥିବା ଦେଖାଇଥିଲେ। ସେତେବେଳେ କୋହଲି ୨୮ ବଲରେ ୧୮ ରନ୍‌ କରି ମଇଦାନରେ ଥିଲେ। ସେତେବେଳେ ସେ ବେଶ ଧିରେ ବ୍ୟାଟିଂ କରୁଥିଲେ। ଏଣୁ ଅନୁଷ୍କା ବୋଧହୁଏ ଶୋଇଯାଇଥିବା କୁହାଯାଉଛି। ହେଲେ ବିରାଟଙ୍କ ଏଭଳି ବ୍ୟାଟିଂ ପଛରେ ଭିନ୍ନ କାରଣ ଥିଲା। ପାଓ୍ବାରପ୍ଲେ ସମୟରେ ୨ ଉଇକେଟ ଚାଲିଯିବା ପରେ ଭାରତୀୟ ଦଳ ଚାପରେ ଥିଲା। ସେତେବେଳେ ଭାରତକୁ ମ୍ୟାଚ୍‌ରେ ଏକ ଭାଗିଦାରୀର ଆବଶ୍ୟକତା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?