Video: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ କପୁର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭେଟିଛନ୍ତି। ସୌଜନ୍ୟମୂଳକ ସାକ୍ଷାତ ସହ ମୁଖ୍ୟମନ୍ତ୍ରୀଙ୍କୁ ମ୍ୟାଚ୍ ପାଇଁ ଦେଲେ ନିମନ୍ତ୍ରଣ ଦେଇଛନ୍ତି।

ଚଳିତବର୍ଷ ସାତଟି ଦଳକୁ ନେଇ ଟୁର୍ନାମେଣ୍ଟ ଆୟୋଜନ ହେଉଛି। ଏହି ଟୁର୍ଣ୍ଣାମେଣ୍ଟ ଫେବୃଆରୀ ୮ (ଶୁକ୍ରବାର) ରେ ବେଙ୍ଗାଲୁରୁରେ ଆରମ୍ଭ ହେବ ଏବଂ ୨ ମାର୍ଚ୍ଚରେ ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହେବ। ବେଙ୍ଗଲ ଟାଇଗର୍ସ ଡିଫେଣ୍ଡିଂ ଚାମ୍ପିଅନ୍ ହୋଇଥିବା ବେଳେ ତେଲୁଗୁ ୱାରିୟର୍ସ ସବୁଠାରୁ ସଫଳ ଦଳ ରହିଛି।

ସମସ୍ତ ଗ୍ରୁପ୍-ଷ୍ଟେଜ୍ ମ୍ୟାଚ୍ ବେଙ୍ଗାଲୁରୁ, ଦିଲ୍ଲୀ, ହାଇଦ୍ରାବାଦ, କଟକ ଏବଂ ସୁରଟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri