Posted inଜାତୀୟ

Video: ଗାଡି ଆଗରେ ଚାଲିଗଲେ ଯମ, ଅଳ୍ପକେ ବର୍ତ୍ତିଗଲା ଜୀବନ

ନୂଆଦିଲ୍ଲୀ,୯ା୧୦: ହିମାଚଳ ପ୍ରଦେଶର କିନ୍ନୌର ଜିଲାର ନାଥପା ପଏଣ୍ଟରେ ଗତ ସପ୍ତାହରେ ଏକ ଚଳନ୍ତା କାର ଉପରେ ବିଶାଳ ପଥର ଖସି ପଡ଼ିଥିଲା, ଯାହାର ଭୟଙ୍କର ଦୃଶ୍ୟ କାରର ଡ୍ୟାସକ୍ୟାମରେ ରେକର୍ଡ ହୋଇଛି। ପଥରଟି ପାହାଡ଼ରୁ ଗଡ଼ି କାରର ଆଗ ଭାଗକୁ ଆଘାତ କରି ନିମ୍ନରେ ନଦୀକୁ ଖସିଥିଲା। କାରର ଆଗ ଭାଗ ବହୁତ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ଯାତ୍ରୀମାନେ ଅଳ୍ପକେ ଅକ୍ଷତ ରହିଥିଲେ।

ଏହା ପୂର୍ବରୁ ବିଲାସପୁର ଜିଲାର ଝଣ୍ଡୁତା ଉପଖଣ୍ଡର ବାଲୁଘାଟରେ ଭୟଙ୍କର ବର୍ଷା ଯୋଗୁଁ ଏକ ଭୂସ୍ଖଳନରେ ଏକ ଯାତ୍ରୀବାହୀ ବସ୍ ଚାପି ହୋଇ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକ, ପୋଲିସ ଓ ବିପର୍ଯ୍ୟୟ ଉଦ୍ଧାର ଦଳ ଘଟଣାସ୍ଥଳରେ ପହଞ୍ଚି ଏକ ଏକ୍ସକାଭେଟର ସାହାଯ୍ୟରେ ବସର ଛାତ ଖୋଲି ଉଦ୍ଧାର କାର୍ଯ୍ୟ କରିଥିଲେ।

ଅନ୍ୟ ଏକ ଘଟଣାରେ, କିନ୍ନୌରର ଚୌରାଠାରେ ଏକ ବଡ଼ ଭୂସ୍ଖଳନ ଜାତୀୟ ରାଜପଥ ୫ (NH-5)କୁ ସମ୍ପୂର୍ଣ୍ଣ ଅବରୋଧ କରିଥିଲା, ଯାହା ଫଳରେ ଦୁଇପାଖରେ ଯାନବାହନର ଲମ୍ବା ଧାଡ଼ି ଲାଗି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?