Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି ଶୁଣି ମୁଣ୍ଡରେ ହାତ ଦେଇ ବସିବେ। ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କୁ ଏକ ସୁଟକେସରେ ବନ୍ଦ କରି ନିଜ ହଷ୍ଟେଲ ଭିତରକୁ ନେବାକୁ ଚେଷ୍ଟା କରିଥିଲେ। କିନ୍ତୁ ‘ମିଶନ ମଜନୁ’ ଫ୍ଲପ ହୋଇଯାଇଥିଲେ। କାରଣ ୱାର୍ଡେନ ସୁଟକେସ ଖୋଲିଲା ବେଳକୁ ଯୁବତୀ ବାହାରିଥିଲେ। ମଜାଦାର କଥା ହେଉଛି ଯେ,ପ୍ରେମିକ ଜଣଙ୍କ ସୁଟକେସ ଛାଡି ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଏହି ଘଟଣାଟି ହରିୟାଣାର ଏକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରୁ ରିପୋର୍ଟ କରାଯାଉଛି।

ଏହି କଲେଜ ଛାତ୍ରଟି ଏକ ବଡ଼ ସୁଟକେସ ଧରି ଏକ ଅତି ଚତୁର ଯୋଜନା ସହିତ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ସନ୍ଦେହ ହେବାରୁ, ୱାର୍ଡେନ ପଚରାଉଚରା କଲେ ଏବଂ ସୁଟକେସ ଖୋଲିବାରୁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ସମ୍ପୂର୍ଣ୍ଣ ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ଭିଡିଓରେ, ସୁଟକେସ ଖୋଲିବା ମାତ୍ରେ ଯୁବତୀ ଜଣଙ୍କ ବାହାରକୁ ଆସନ୍ତି। ସେ ଭୟଭୀତ ହୋଇଛନ୍ତି। ଏହି ଭିଡିଓଟି ସୋସିଆଲ ମିଡିଆରେ ବିଭିନ୍ନ ପ୍ଲାଟଫର୍ମରୁ ଶେୟାର କରାଯାଇଛି ଯାହାକୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକ ଦେଖିସାରିଲେଣି।

 

View this post on Instagram

 

A post shared by ABP News (@abpnewstv)


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri