ଭିଡିଓ କଲିଂ ହେଲା କାଳ, ଜଳପ୍ରପାତରେ ବୁଡ଼ି ପ୍ରାଣ ହରାଇଲେ ଫାର୍ମାସୀ ଛାତ୍ର

ଦେବଗଡ଼,୧୭ା୭(ଡି.ଏନ୍‌.ଏ.): ସହରସ୍ଥିତ ପ୍ରଧାନପାଟ ଜଳପ୍ରପାତ ଉପରେ ଥିବା ୧ ନଂ. କୁଣ୍ଡରେ ଭିଡିଓ କଲିଂ କରୁଥିବା ସମୟରେ ପ୍ରାଣ ହରାଇଛନ୍ତି ଜଣେ ଫାର୍ମାସୀ ଛାତ୍ର ।
ସୂଚନାଯୋଗ୍ୟ, ପ୍ରଧାନପାଟ ଜଳପ୍ରପାତ ଉପରେ ଥିବା ୧ ନମ୍ବର କୁଣ୍ଡରେ ଭିଡିଓ କଲିଂ କରି ସାଙ୍ଗ ସହ କଥାବାର୍ତ୍ତା ହେଉଥିବା ବେଳେ ଖସି ପଡ଼ିବାରୁ ସହର ମଠସାହି ନିକଟସ୍ଥ ସ୍ବର୍ଗତ କ୍ରିଷ୍ଣା ପ୍ରସାଦଙ୍କ ପୁଅ ଶୁଭମ ପ୍ରସାଦ(୨୩) ପ୍ରାଣ ହରାଇଛନ୍ତି। ସେ ଆହ୍ଲାବାଦରେ ରହି ଫାର୍ମାସୀ ପଢୁଥିଲେ। ଲକ୍‌ଡାଉନ୍‌ ଯୋଗୁ ଘରକୁ ଆସିଥିଲେ। ତେବେ ଶୁଭମ୍‌ ଗୁରୁବାରଠାରୁ ନିଖୋଜ ଥିଲେ। ଶୁକବ୍ରାର ତାଙ୍କ ମୃତଦେହ ଭାସୁଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଏବଂ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଆଜି ସକାଳେ ମୃତଦେହ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହ ଲଢ଼ିଲଢ଼ି ଶେଷରେ ଆଖିବୁଜିଲେ ଯୋଦ୍ଧା

ବୁଗୁଡ଼ା,୨୯।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ଜଣେ କରୋନା ଯୋଦ୍ଧାଙ୍କ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ବୁଗୁଡ଼ା ବ୍ଲ୍ଳକ ଅନ୍ତର୍ଗତ...

ପଶ୍ଚିମ ଓଡ଼ିଶା ବନ୍ଦ: ବରଗଡରେ ବନ୍ଦର ପ୍ରଭାବ

ବରଗଡ଼ ଅଫିସ,୫।୨- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ଚାଲିଥିବା ପଶ୍ଚିମ ଓ ବନ୍ଦ ଡାକରାକୁ ବରଗଡ଼ରେ ସମର୍ଥନ ମିଳିଛି। ଜିଲାର...

ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍‌ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍‌ସାଇଟକୁ...

ଘରେ ନିଆଁ,ବାହାରେ ଜଗିଥିଲା ହାତୀ

ବାରିପଦା ଅଫିସ/ବୈଶିଙ୍ଗା,୯ା୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଗ୍ରାମରେ ଶିମିଳିପାଳରୁ ଆସିଥିବା ଦନ୍ତା ଉତ୍ପାତରେ ଗୋଟିଏ ପରିବାର ସର୍ବସ୍ବାନ୍ତ ହୋଇଛନ୍ତି। ହାତୀ ଯୋଗୁ...

ଭିତରକନିକାରେ ପକ୍ଷୀଗଣନା ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଶୁକ୍ରବାର ବିଦେଶାଗତ ପକ୍ଷୀଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ଏହି ଗଣନା ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ନ...

ସ୍ବାମୀଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ସୁଦ୍ଧା ସାଏବାନିଙ୍କୁ ମିଳିନି ବିଧବା ଭତ୍ତା

ଭତ୍ତାଲାଠୋର,(ଡି.ଏନ୍‌.ଏ.):୧୯।୬: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅଧୀନ ଚାଉଲଡିଆ ଗ୍ରାମର ସାଏବାନି ରଣା (୫୫)ଙ୍କୁ ବିଧବା ଭତ୍ତା ମିଳି ନ ଥିବା ଅଭିଯୋଗ...

୭୫ ମିଟର ଉଚ୍ଛେଦ ପ୍ରସଙ୍ଗ: ଖୁବ୍‌ଶୀଘ୍ର ସରକାରଙ୍କୁ ରିପୋର୍ଟ ଦିଆଯିବ; ଦେବଦେବୀଙ୍କ ବିଜେସ୍ଥଳୀ, ଗାଦିଘର ସୁରକ୍ଷିତ ରଖାଯିବ

ପୁରୀ ଅଫିସ, ୧ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱସ୍ଥ ୭୫ ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ...

ମାସକରେ ୩୨ଶହ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା...

Advertisement
Archives

Model This Week