Posted inଜାତୀୟ

ଡ୍ୟାନ୍ସରଙ୍କ ଉପରେ ଖସି ପଡ଼ିଲା ଡ୍ରୋନ

ଭୋପାଳ,୨୬।୧: ମଧ୍ୟପ୍ରଦେଶର ଜବଲପୁରରେ ଦେଶର ୭୩ତମ ସାଧାରଣତନ୍ତ୍ର ଦିବସରେ ଆୟୋଜିତ ଇଭେଣ୍ଟରେ ଏକ ଦୁର୍ଘଟଣା ଘଟିଛି। କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ କରୁଥିବା ଡ୍ୟାନ୍ସରଙ୍କ ଉପରେ ଡ୍ରୋନ ଖସି ପଡ଼ିଛି। ଏଥିରେ ଦୁଇ ଜଣ ବ୍ୟକ୍ତି ଆହତ ହୋଇଛନ୍ତି।

ଘଟଣାର ଭିଡିଓରେ ଇଣ୍ଡୁ କୁନଜାମ (୩୮) ଓ ଗଙ୍ଗୋତ୍ରୀ କୁନଜାମ(୧୮)ଙ୍କ ଉପରେ ଡ୍ରୋନ ଖସି ପଡ଼ିଥିବା ଦେଖିବାକୁ ମିଳିଛି। ଏଥିରେ ସେମାନଙ୍କ ମୁଣ୍ଡରେ ଆଘାତ ଲାଗିଥିଲା।

ପଣ୍ଡିତ ରବି ଶଙ୍କର ଶୁକ୍ଲା ଷ୍ଟାଡିୟମରେ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଆଦିବାସୀ ନୃତ୍ୟ ପରିବେଷଣ ଚାଲିଥିବା ବେଳେ ମଧ୍ୟପ୍ରଦେଶର କୃଷି ବିଭାଗ ମେଢ଼ରେ ସାମିଲ ଥିବା ଡ୍ରୋନ ସେମାନଙ୍କ ଉପରେ ଖସି ପଡ଼ିଥିଲା। ହସ୍ପିଟାଲରେ ଦୁଇ ଡ୍ୟାନ୍ସରଙ୍କ ଚିକିତ୍ସା ଚାଲିଥିବା ଏଏସ୍‌ପି ରୋହିତ କାଶ୍ୱାନି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଅଜବ ଦାବି: ହନୁମାନ ଚାଳିଶା ପଢିଲେ କରୋନା ସଙ୍କଟରୁ ମିଳିବ ମୁକ୍ତି

ଭୋପାଳ,୧୨।୬: ମଧ୍ୟପ୍ରଦେଶର ସେହୋର ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ସାକ୍ସେନା କରୋନା ସମ୍ପର୍କରେ ଅଜବ ଦାବି କରିଛନ୍ତି। କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ...

ଲୁଙ୍ଗି-ନାଇଟି ପିନ୍ଧି ବାହାରେ ନ ବୁଲିବାକୁ ମନା କଲେ ଗ୍ରେଟର ନୋଏଡା ସୋସାଇଟି, ସୋସିଆଲ ମିଡ଼ିଆରେ ଭାଇରାଲ…

ଗ୍ରେଟର ନୋଏଡା,୧୪।୬ : ଦିଲ୍ଲୀ ନିକଟରେ ଥିବା ଗ୍ରେଟର ନୋଏଡାର ହିମସାଗର ଆପାର୍ଟମେଣ୍ଟ ସୋସାଇଟିର ଏକ ନିର୍ଦ୍ଦେଶ ଏବେ ଚର୍ଚ୍ଚାରେ ରହିଛି। ସୋସାଇଟିର ଏକ ବିଜ୍ଞପ୍ତି...

ଅଭିନେତ୍ରୀ ସ୍ବରା ଭାସ୍କରଙ୍କୁ ହତ୍ୟା ଧମକ

ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କରଙ୍କୁ ହତ୍ୟା ଧମକ ମିଳିଛି। ଚିଠି ମାଧ୍ୟମରେ ଏହି ଧମକ ଦିଆଯାଇଥିବା ଜଣାପଡିଛି। ସ୍ବରା ସଭରକରଙ୍କୁ ଅପମାନିତ କରିଥିବାରୁ ତାଙ୍କୁ ହତ୍ୟା...

ଅରୁଣ ଜେଟ୍‌ଲୀଙ୍କ ନାଁରେ ନାମିତ ହେବ କୋଟଲା ଷ୍ଟାଡିୟମ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଫିରୋଜ ଶାହ କୋଟଲା ଷ୍ଟାଡିୟମର ନାଁ ବଦଳାଯାଇ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ନାମରେ ନାମିତ...

ଆଇନ ବ୍ୟବସ୍ଥା ନେଇ ଯୋଗୀ-ଅଖିଳେଶ ମୁହାଁମୁହିଁ…

ଲକ୍ଷ୍ନୌ, ୨୪।୫ : ଉତ୍ତରପ୍ରଦେଶ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀଦଳର ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା।...

ଭାରତ ଅଭିମୁଖେ ଆମେରିକା ରାଷ୍ଟ୍ରପତି: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଡିନର୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୭।୯: ଜି-୨୦ ଶିଖର ସମ୍ମିଳନୀ ଯୋଗ ଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ ଅଭିମୁଖେ ବାହାରିଛନ୍ତି। ଶୁକ୍ରବାର ଅର୍ଥାତ୍‌ ଆଜି ସେ ଭାରତରେ...

ଏଏପିର ତ୍ରିରଙ୍ଗା ଯାତ୍ରା

ନୂଆଦିଲ୍ଲୀ,୨୯ ।୮: ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) ଦେଶ ସ୍ୱାଧିିନତାର ୭୫ ବର୍ଷ ପୁତ୍ତି ଉପଲକ୍ଷେ ଅଯୋଧ୍ୟା, ଲକ୍ଷ୍ନୌ ଓ...

ଯୁବକ ସମୟରେ କରିଥିଲେ ଅପରାଧ; ବୃଦ୍ଧାବସ୍ଥାରେ ପଡ଼ିଲେ ଧରା

ଝାବୁଆ,୧୭।୪: କୁହାଯାଏ ସତ କେବେ ଲୁଚି ରହେନା। ଏହାର ଏକ ଉଦାହରଣ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ଦେଖିବାକୁ ମିଳିଛି। ଯୁବକ ସମୟରେ ଅପରାଧ କରି ଜଣେ...

Advertisement
Archives

Model This Week