Posted inଖେଳ

Video: ଦଳ ଜିତିବା ଖୁସିରେ ଏମିତି କାମ କରିଦେଲେ ପୂର୍ବତନ କ୍ରିକେଟର୍‌, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଅଷ୍ଟ୍ରେଲିଆକୁ ୮ ରନ୍‌ରେ ପରାସ୍ତ କରିଛି। ୱେଷ୍ଟଇଣ୍ଡିଜ ପାଇଁ ଏହି ବିଜୟ ଐତିହାସିକ ଥିଲା। କାରଣ ସେମାନେ ୨୭ ବର୍ଷ ପରେ ନିଜ ଘରେ ଟେଷ୍ଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲେ। ୱେଷ୍ଟଇଣ୍ଡିଜର ଏହି ବିଜୟ ଦେଖି ଦଳର ପୂର୍ବତନ ଅଧିନାୟକ ଡାରେନ ସାମି ବହୁତ ଉତ୍ସାହିତ ହେଲେ। ସାମିଙ୍କ ଉତ୍ସାହର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଡାରେନ ସାମି ଟିଭିରେ ମ୍ୟାଚ ଦେଖୁଛନ୍ତି ଏବଂ ଯେପରି ଶାମର ଜୋସେଫ ହାଜଲେଉଡଙ୍କୁ ବୋଲିଂ କରି ଅଷ୍ଟ୍ରେଲିଆର ଶେଷ ଉଇକେଟ ନେଇଥିଲେ, ସେହିପରି ସାମିଙ୍କ ଭିତରେ ଏକ ଭିନ୍ନ ଉତ୍ସାହ ଦେଖିବାକୁ ମିଳିଥିଲା। ସାମି ବହୁତ ଜୋରରେ ପାଟି କରି କିଛି କହିଥିଲେ। ସେ ଏତେ ଉତ୍ସାହିତ ଥିଲେ ଯେ ବିଛଣାରେ ରଖାଯାଇଥିବା ଲାପଟପ ତାଙ୍କ ମୁଣ୍ଡକୁ ଆଘାତ କରେ। ଲାପଟପ ବାଜିବା ପରେ ସେ ପୁଣି ପାଟି କରିବା ଆରମ୍ଭ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri