Posted inଫୁରସତ

Video: ସ୍ତ୍ରୀଙ୍କୁ ଖୁସି କରିବା ପାଇଁ ଏମିତି କାମ କଲେ ଫେସ୍‌ବୁ୍‌କ ମାଲିକ: ଦେଖିଲେ ହେବେ ଆଶ୍ଚର୍ଯ୍ୟ

ବୈବାହିକ ଜୀବନରେ ଖୁସି ରହିବାର ମୂଳ ଆଧାର ହେଉଛି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପରସ୍ପର ବୁଝମଣା। ଏହା କେବଳ ସାଧାରଣ ଲୋକଙ୍କ ପାଇଁ ନୁହେଁ ବରଂ ବଡ଼ ଲୋକଙ୍କ ପାଇଁ ମଧ୍ୟ ପ୍ରଯୁଜ୍ୟ। ଏହି ସମ୍ପର୍କିତ ଏକ ଭିଡିଓ ଆଜିକାଲି ଚର୍ଚ୍ଚାରେ ଅଛି। ମେଟା ତଥା ଫେସ୍‌ବୁ୍‌କର ମାଲିକ ନିଜ ସ୍ତ୍ରୀଙ୍କ ଜନ୍ମଦିନରେ ତାଙ୍କୁ ଖୁସି କରିବା ପାଇଁ ଏପରି କିଛି କରିଥିଲେ, ଯାହାର ଭିଡିଓ ସାରା ବିଶ୍ୱରେ ଭାଇରାଲ ହୋଇଛି।
ଭାଇରାଲ ଭିଡିଓରେ, ଜୁକରବର୍ଗ ତାଙ୍କ ସ୍ତ୍ରୀଙ୍କୁ ଏକ ବିଶେଷ ସରପ୍ରାଇଜ ଦେଉଥିବାର ଦେଖାଯାଉଛି। ଭିଡିଓରେ ଦେଖିପାରିବେ, ତାଙ୍କ ସ୍ତ୍ରୀଙ୍କୁ ଖୁସି କରିବା ପାଇଁ, ଜୁକରବର୍ଗ ଉତ୍ସାହୀ ଭାବରେ ଜନ୍ମଦିନ ପାର୍ଟିରେ ପ୍ରବେଶ କରିଛନ୍ତି। ଏହା ପରେ, ସେ ଚମତ୍କାର ଢଙ୍ଗରେ ନିଜ ଡ୍ରେସ୍‌ ଓହ୍ଲାଇ ଥିଲେ। ଏହା କରି ସେଠାରେ ଉପସ୍ଥିତ ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ଜୁକରବର୍ଗ ଏକ ନୀଳ ଜମ୍ପସୁଟ ପିନ୍ଧିଥିଲେ। ଏହା ବ୍ୟତୀତ ସେ ତାଙ୍କ ସ୍ତ୍ରୀଙ୍କୁ ଖୁସି କରିବା ପାଇଁ ଗୀତ ମଧ୍ୟ ଗାଇଥିଲେ। ଏହି କ୍ଲିପ ଦେଖି ବୁଝି ହେଉଛି ଯେ ତାଙ୍କ ସ୍ତ୍ରୀ ଏହି ସରପ୍ରାଇଜ୍‌ରେ ବହୁତ ଖୁସି ନଜର ଆସୁଛନ୍ତି।
ଜୁକରବର୍ଗ ତାଙ୍କ ଇନଷ୍ଟାରେ ଏହି ଭିଡିଓଟି ସେୟାର କରିଛନ୍ତି, ଯାହା ଏବେ ଭାଇରାଲ ହେଉଛି। ଏହି କ୍ଲିପ୍‌କୁ ଲକ୍ଷ ଲକ୍ଷ ଲୋକ ପସନ୍ଦ କରିଛନ୍ତି, କିନ୍ତୁ କୋଟି କୋଟି ଲୋକ ଏହି ଭିଡିଓ ଦେଖିସାରିଛନ୍ତି।

 

View this post on Instagram

 

A post shared by Mark Zuckerberg (@zuck)


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri