ଦିଲ୍ଲୀ, ମୁମ୍ବାଇ, ବେଙ୍ଗଲୁରୁରେ iPhone 17 କିଣିବାକୁ ରାତି ଅଧରୁ ଲାଇନ୍

ମୁମ୍ବାଇ,୧୯।୯: ଆପଲ୍‌ର iPhone 17 ସିରିଜ୍ ଶୁକ୍ରବାର ଭାରତରେ ବିକ୍ରି ଆରମ୍ଭ ହେବା ସହ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗଲୁରୁର ଆପଲ୍ ଷ୍ଟୋରରେ ରାତି ଅଧରୁ ଶହ ଶହ କ୍ରେତା ଲାଇନରେ ଠିଆ ହୋଇଛନ୍ତି। ଦିଲ୍ଲୀର ସାକେତ୍‌ ସିଟିୱାକ୍ ମାଲ୍‌ ଓ ମୁମ୍ବାଇର ବନ୍ଦ୍ରା-କୁର୍ଲା କମ୍ପ୍ଲେକ୍ସ୍ (BKC) ଷ୍ଟୋର ବାହାରେ ଲୋକେ ନୂଆ ମଡେଲ କିଣିବାକୁ ଉତ୍ସାହରେ ଅପେକ୍ଷା କରିଥିଲେ।

ମୁମ୍ବାଇ BKC ଷ୍ଟୋରରେ ଭିଡ଼ ମଧ୍ୟରେ ଦୁଇ ଜଣଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା, ଯାହାର ଭିଡିଓ ଭାଇରାଲ ହୋଇଛି। ସୁରକ୍ଷା କର୍ମଚାରୀମାନେ ତୁରନ୍ତ ହସ୍ତକ୍ଷେପ କରିଥିଲେ। ବେଙ୍ଗଲୁରୁରେ ଜଣେ କ୍ରେତା PTIକୁ କହିଛନ୍ତି, “ମୁଁ ଗତ ସପ୍ତାହରୁ ଅପେକ୍ଷା କରୁଛି। ଚାରୋଟି ଫୋନ ବୁକ୍ କରିଛି, ଏହା ପୂର୍ବର ୩ଟି ମଡେଲଠାରୁ ଉନ୍ନତ।”

iPhone 17 ସିରିଜ୍‌ର ମୂଲ୍ୟ ୮୨,୯୦୦ରୁ ୨.୨୯ ଲକ୍ଷ ଟଙ୍କା ପର୍ଯ୍ୟନ୍ତ। ଆପଲ୍‌ର ରିଟେଲ ପାର୍ଟନରମାନେ କ୍ୟାଶବ୍ୟାକ୍, ଏକ୍ସଚେଞ୍ଜ ବୋନସ୍ ଓ EMI ଅଫର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri