Posted inଜାତୀୟ

ଅଣ୍ଟାଏ ପାଣିରେ ଅନ୍ତିମ ଯାତ୍ରା

ଭୋପାଳ,୮।୮: ଲଗାଣ ବର୍ଷା କାରଣରୁ ମଧ୍ୟପ୍ରଦେଶର ଗୁଣା ଜିଲା ସମେତ ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ବନ୍ୟା ଦ୍ୱାରା ପ୍ରଭାବିତ ଅଞ୍ଚଳରେ ଜନସାଧାରଣଙ୍କ ଜୀବନ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସୋସିଆଲ ମିଡିଆରେ ଘୁରି ବୁଲିଥିବା ଭିଡିଓରେ। ଉକ୍ତ ଭିଡିଓରେ କିଛି ଲୋକ ଅଣ୍ଟାଏ ପାଣିରେ ମୃତଦେହକୁ କାନ୍ଧେଇ ଶୋଭାଯାତ୍ରା କରୁଥିବା ଦେଖିବାକୁ ମିଳୁଛି। ଗୁଣା ଜିଲାର ଭଦୁରା ଗ୍ରାମରେ ଗତ ଶୁକ୍ରବାର ଦେଖିବାକୁ ମିଳିଥିଲା ଏଭଳି ଦୃଶ୍ୟ।

ଭଦୁରା ଗ୍ରାମର କମରଲାଲ ଶାକ୍ୟାଭର ନାମକ ଜଣେ ବ୍ୟକ୍ତିଙ୍କ ଶୁକ୍ରବାର ମୃତ୍ୟୁ ଘଟିଥିଲା। ରାସ୍ତାରେ ଅଣ୍ଟାଏ ପାଣି ଜମିଥିବାରୁ ତାଙ୍କ ମୃତଦେହକୁ ଶ୍ମଶାନ ନେବା ପାଇଁ ପରିବାର ବର୍ଗ ଓ ବନ୍ଧୁମାନେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିଥିଲେ। କିନ୍ତୁ ଜଳ ସ୍ତର ନ କମିବାରୁ ବାଧ୍ୟହୋଇ ପହଁରା ଜାଣିଥିବା ଲୋକଙ୍କୁ ଧରି ଆରମ୍ଭ କରିଥିଲେ ଅନ୍ତିମ ଯାତ୍ରା।

ଭିଡିଓ ଭାଇରାଲ ହେବା ପରେ ଉନ୍ନତିର ଅଭାବ ଓ ସବୁ ଋତୁ ପାଇଁ ରାସ୍ତାଘାଟ ଭଳି ମୌଳିକ ସୁବିଧାରୁ ଜନସାଧାରଣ ବଞ୍ଚିତ ହେଉଥିବାରୁ ଭାଜପା ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ କୁଶୀନଗରରେ ଭାଜପାର ବିଜୟ ଉତ୍ସବ ପାଳନ ସମୟରେ ଜଣେ ମୁସଲମାନ ଯୁବକ ବାବରଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପରିବାରବର୍ଗଙ୍କୁ ଯୋଗୀ ସରକାର କ୍ଷତିପୂରଣ...

ପୁଣି ଫେରିବେକି ଗୁଲାମ ନବୀ ? କଂଗ୍ରେସ ସପକ୍ଷରେ ଦେଲେ ମନ୍ତବ୍ୟ…

ନୂଆଦିଲ୍ଲୀ,୭।୧୧ : କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ପୁଣି ଥରେ କଂଗ୍ରେସକୁ ଫେରିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଗଲାମ ନବୀ...

ମୋବାଇଲ୍‌ ପାଇଁ ସ୍ତ୍ରୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇ ଦେଲେ ସ୍ବାମୀ

ଚତରା,୫।୧୧:ଝାଡଖଣ୍ଡର ଚତରାରେ ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ମୋବାଇଲ୍‌ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ। ମୋବାଇଲକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହେବାରୁ...

ଟିକେଟ ଦେଲାନି ଭାଜପା, ସ୍ବାଧୀନ ଭାବେ ଲଢ଼ିବେ ପାରିକରଙ୍କ ପୁଅ ଉତ୍ପଳ

ପାଣାଜୀ,୨୧।୧: ଗୋଆ  ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର ବିଧାନସଭା ନିର୍ବାଚନ ଲଢ଼ିବେ। ଭାଜପା ତାଙ୍କୁ ସ୍ବର୍ଗତ ପାରିକରଙ୍କ ଗଡ଼ ଭାବେ...

ଶିବସେନା, କଂଗ୍ରେସ, ଏନ୍‌ସିପିର ରାଜ୍ୟପାଳଙ୍କ ସହ ହୋଇ ପାରିଲାନି ସାକ୍ଷାତ୍‌

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି କରାଯାଇଥିବା ବେଳେ ଏବେ କିନ୍ତୁ ସରକାର ଗଠନକୁ ନେଇ ଭାଜପା ଓ ଶିବସେନା ପାଗ ଭିଡୁଥିବା ଆଲୋଚନାର ବିଷୟ...

ଟ୍ରେନ୍‌ରେ ଗଞ୍ଜେଇ ଟାଣୁଥିବା ମହିଳା ଯାତ୍ରୀଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ, ୨୭।୨: ବିମାନ ଯାତ୍ରା ହେଉ ଅବା ରେଳ ଯାତ୍ରା, ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭାଗୀୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଅନେକ ନିୟମ ଲାଗୁ କରାଯାଇଛି।...

ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୧୬ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୬।୫: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ କରୋନା ସଂକ୍ରମଣ ସଖ୍ୟା ହଜାରେରୁ ଅଧିକ...

ସିଲ୍‌ ହେଲା ଦିଲ୍ଲୀର ଶ୍ରମ ଶକ୍ତି ଭବନ

ନୂଆଦିଲ୍ଲୀ,୧୧।୫: ଶକ୍ତି ମନ୍ତ୍ରଣାଳୟର ଜଣେ କର୍ମଚାରୀ କରୋନାରେ ସଂକ୍ରମିତ ହେବା ପରେ ରାଜଧାନୀ ଦିଲ୍ଲୀରେ ଥିବା ଶ୍ରମ ଶକ୍ତି ଭବନକୁ ସୋମବାର ସିଲ୍‌ କରିଦିଆଯାଇଛି। ଏହାସହ...

Advertisement
Archives

Model This Week