ଡାକ୍ତର ସନ୍ନି ଲିଓନ: ବ୍ଲାଉଜ-ଲୁଙ୍ଗି ପିନ୍ଧି କରୁଛନ୍ତି ଚିକିତ୍ସା

ମୁମ୍ବାଇ: ବଲିଉଡ ନାୟିକା ତଥା ପର୍ନ ଷ୍ଟାର ସନ୍ନି ଲିଓନ ଏବେ ତାଙ୍କର ଏକ ଭିଡିଓକୁ ନେଇ ଅଛନ୍ତି ଖୁବ ଚର୍ଚ୍ଚାରେ । ସନ୍ନି ତାଙ୍କ ପ୍ରଫେସନାଲ ଲାଇଫ ସହ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହି ଆସି ଥାଆନ୍ତି ଚର୍ଚ୍ଚାକୁ । ନିକଟରେ ତାଙ୍କର ଯେଉଁ ଭିଡିଓଟି ଭାଇରାଲ ହୋଇଛି ସେଥିରେ ସେ ଡାକ୍ତର ଭଳି ନଜର ଆସିଛନ୍ତି । ଡାକ୍ତର ଭଳି ସେ ଜଣଙ୍କ ଆଣ୍ଠୁରେ ମଲମ ଲଗାଇଦେବା ସହ କ୍ଷତ ସ୍ଥାନକୁ ବିଞ୍ଚି ଦେଉଛନ୍ତି । କିନ୍ତୁ ସବୁଠାରୁ ଇଣ୍ଟରେଷ୍ଟିଙ୍ଗ କଥା ହେଉଛି ଏହି ସମୟରେ ସନି ବ୍ଲାଉଜ ସହ ଚୁନିକୁ ଲୁଙ୍ଗି ଭଳି ପିନ୍ଧିଥିବା ନଜର ଆସିଛି । ସନ୍ନିଙ୍କ ଏହି ଲାଟେଷ୍ଟ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଦର୍ଶକେ ଏହାକୁ ଖୁବ୍ ପସନ୍ଦ କରିଛନ୍ତି । ଭିନ୍ନ ଭିନ୍ନ ପ୍ରକାର କମେଣ୍ଟ ବି ଆସୁଛି ଏହି ଭିଡିଓରେ ।
ଭିଡିଓଟି ଭିରଲ ଭୟାନୀଙ୍କ ଅଫିସିୟାଲ ଇନଷ୍ଟାଗାମ ପେଜ୍‌ରେ ଶେୟାର କରାଯାଇଛି । ଯେଉଁଥିରେ ସନ୍ନି ଡାକ୍ତରଙ୍କ ଭଳି ଜଣେ ବ୍ୟକ୍ତିଙ୍କ ଆଣ୍ଠୁରେ ମଲମ ଲଗାଇବା ସହ କ୍ଷତକୁ ବିଞ୍ଚି ଦେଉଛନ୍ତି । ହେଲେ ଏହି ସମୟରେ ସେ ଯେଉଁ ବ୍ଲାଉଜ ଓ ଲୁଙ୍ଗି ପିନ୍ଧିଛନ୍ତି ତାକୁ ନେଇ ଚର୍ଚ୍ଚା ହେଇଛି । କେବଳ ସେତିକି ନୁହେଁ ଜଣେ ସାଧାରଣ ଝିଅ ଭଳି ମୁଣ୍ଡରେ ବେଣି ବି ପକାଇଛନ୍ତି । ଏବେ ସନ୍ନିଙ୍କ ହାତରେ ରହିଛି କିଛି ପ୍ରୋଜେକ୍ଟ । ପତ୍ତା, ଓହୋ ମାୟ ଘୋଷ୍ଟ, ବୀରାମହାଦେବୀ, ଅନାମିକା ଇତ୍ୟାଦି । ଦର୍ଶକେ ତାଙ୍କ ଅପ୍‌କମିଙ୍ଗ ମୁଭିକୁ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri