ଅବତରଣ କରିବା ସମୟରେ ବିମାନରେ ଲାଗିଲା ନିଆଁ, ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଟୋକିଓ,୨।୧: ଜାପାନରେ ଅବତରଣ କରିବା ସମୟରେ ଏକ ବିମାନରେ ନିଆଁ ଲାଗିଯାଇଛି। ଟୋକିଓ ବିମାନବନ୍ଦରରେ ଏହି ଘଟଣା ଘଟିଛି । ଏହି ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ଜାପାନର ନ୍ୟୁଜ ଏଜେନ୍ସି ଏନ୍‌ଏଚ୍‌କେ ଏହି ଦୁର୍ଘଟଣା ସମ୍ପର୍କରେ ପ୍ରମୁଖ ସୂଚନା ଦେଇଛି। ଏନ୍‌ଏଚ୍‌କେ ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛି ଯେ ଅବତରଣ କରିବା ପରେ ବିମାନଟି ଅନ୍ୟ ବିମାନ ସହିତ ଧକ୍କା ହେବାରୁ ଏହି ଅଗ୍ନିକାଣ୍ଡ ଘଟିଥିବାର ସନ୍ଦେହ କରାଯାଉଛି।

ଏନ୍‌ଏଚ୍‌କେ ମିଡିଆ ଏହି ଘଟଣାର ଫୁଟେଜ ପ୍ରକାଶ କରିଛି। ଏଥିରେ ବିମାନର ଝରକା ଏବଂ ଏହାର ତଳୁ ନିଆଁ ବାହାରୁଥିବା ଦେଖିବାକୁ ମିଳିଛି। ଜାପାନ ଗଣମାଧ୍ୟମ ଅନୁଯାୟୀ, ନିଆଁ ଲାଗିଥିବା ବିମାନର ନଂ ଜେଏଏଲ ୫୧୬। ଏହି ବିମାନ ହକ୍କାଇଡୋରୁ ଉଡାଣ ଭରିଥିଲା। ରିପୋର୍ଟ ଅନୁଯାୟୀ, ଏହି ବିମାନରେ ୩୬୭ ଜଣ ଯାତ୍ରୀ ଏବଂ 12 ଜଣ କ୍ରୁ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣ ଗୁରୁତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

କାର୍‌ରେ ଆସି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ୪ ଦୁର୍ବୃତ୍ତ: ଜଣେ ମୃତ, ଜଣେ ଆହତ

ବେଲପାହାଡ, ୧୧।୫(ସୁବାସ ପ୍ରଧାନ): ଝାରସୁଗୁଡା ଜିଲା ବେଲପାହାଡ଼ ଫାଟକରେ ଯୁବକଙ୍କୁ ଆକ୍ରମଣ। ଭୁଜାଲି ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଉଭୟ…

ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା

ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri