Posted inଜାତୀୟ

Video: ବିନା ପାଇଲଟରେ ୮୪ କିଲୋମିଟର ଗଡ଼ିଲା ଟ୍ରେନ୍: ଯାତ୍ରୀଙ୍କ ମଧ୍ୟରେ ସୃଷ୍ଟି ହେଲା ଆତଙ୍କ, ତଦନ୍ତ ନିର୍ଦେଶ

ନୂଆଦିଲ୍ଲୀ,୨୫ା୨: ଜମ୍ମୁ କଶ୍ମୀରର କାଠୁଆ ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନ୍ ହଠାତ୍ ପଠାନକୋଟ ଆଡକୁ ବିନା ପାଇଲଟରେ ଗଡିଛି। ପଞ୍ଜାବର ମୁକେରିଆନ୍ ଷ୍ଟେସନରେ ଅଟକିବା ପୂର୍ବରୁ ଏହି ଟ୍ରେନ୍ ପ୍ରାୟ ୮୪ କିଲୋମିଟର ପର୍ଯ୍ୟନ୍ତ ବିନା ଡ୍ରାଇଭରରେ ଗଡିଥିଲା। ଏହି ଘଟଣା ରେଳ ଅଧିକାରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି।

ରବିବାର ଦିନ ସକାଳ ପ୍ରାୟ ୭ ଟା ସମୟରେ କଂକ୍ରିଟ ବୋଝେଇ ଟ୍ରେନ୍ ପଠାନକୋଟ ଆଡକୁ ଗତି କରୁଥିବା ବେଳେ ଏହି ଅଭାବନୀୟ ଘଟଣା ଘଟିଥିଲା ବୋଲି ଅଧିକାରୀମାନେ କହିଛନ୍ତି। ତେବେ ପଠାନକୋଟ ଆଡକୁ ଗଡାଣିଆ ଥିବାରୁ ଏପରି ଘଟଣା ଗହଟିଥିବା ଅଧିକାରୀ କହିଛନ୍ତି।

ସୂଚନାନୁସାରେ, ପାଇଲଟ ଓହ୍ଲାଇବା ପୂର୍ବରୁ ହ୍ୟାଣ୍ଡବ୍ରେକ୍ ଟାଣିବାରେ ବିଫଳ ହୋଇଥିଲେ। ତେବେ ଟ୍ରେନକୁ ଅଟକାଇବା ପାଇଁ ଅଧିକାରୀଙ୍କ ଏକାଧିକ ଉଦ୍ୟମ ବିଫଳ ହେବା ପୂର୍ବରୁ ସେମାନେ ଯାତ୍ରୀବାହୀ ଟ୍ରେନର ପାଇଲଟ ଏବଂ କର୍ମଚାରୀଙ୍କ ସହାୟତାରେ ଦାଶୁହା ନିକଟ ଉଚି ବସ୍ତି ଅଞ୍ଚଳରେ ଏହାକୁ ଅଟକାଇବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ

ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ

କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ।…

ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ

କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ…

ରାପିଡୋ ଡ୍ରାଇଭରରୁ ପାଲଟିଲେ ପ୍ରେମିକ: ଶାରୀରିକ ସମ୍ପର୍କ ରଖିବା ପରେ…

ଭୁବନେଶ୍ବର, ୧।୫ (ପ୍ରସନଜିତ୍‌ ସାହୁ):ରାପିଡୋ ଡ୍ରାଇଭରରୁ ପ୍ରେମିକ ପାଲଟିଲେ। ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଖଣ୍ଡା ଧରି ମାରିବାକୁ ଧମକ ଦେଇଛନ୍ତି।…

ଶ୍ରମିକ ଚାଲାଣ ରୋକିବା ଉପରେ ଅଭିନବ ପ୍ରୟାସ କଲା ବଲାଙ୍ଗୀର ପୋଲିସ, ଏହି ସବୁ ଅଞ୍ଚଳ ଦେଇ…

ବଲାଙ୍ଗୀର, ୧।୫ (ସୁନିଲ କୁମାର ମହାନ୍ତି) : ଶ୍ରମିକ ଚାଲାଣ ରୋକିବା ଏବଂ ଶ୍ରମିକମାନଙ୍କୁ ବନ୍ଧନ ଶ୍ରମରେ ଠେଲି ହେବାରୁ ରୋକିବା ପାଇଁ, ବଲାଙ୍ଗୀର ପୋଲିସ ଗୁରୁବାର…

ବିରାଟ କୋହଲିଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯିବ କି? ଅମ୍ପାୟାରଙ୍କ ସହ ଝଗଡ଼ା ପାଇଁ…

ନୂଆଦିଲ୍ଲୀ,୧।୫: IPL 2026 ର 42 ତମ ମ୍ୟାଚ ସମୟରେ, ଏକ ଲାଇଭ ଖେଳ ସମୟରେ ବିରାଟ କୋହଲି ପଡ଼ିଆର ମଝିରେ ଜଣେ ଅମ୍ପାୟାରଙ୍କ ସହ ମୁହାଁମୁହିଁ…

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

କାଳସାଜିଲା କାଳବୈଶାଖୀ: ରାତିସାରା ତାଣ୍ଡବ ରଚିଲା, ଭାଙ୍ଗିଲା ବଡ଼ ବଡ଼ ଗଛ, ଯାତାୟାତ ଠପ୍‌

କୃଷ୍ଣପ୍ରସାଦ,୧।୫ (କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ। ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri