ମହିଳାଙ୍କୁ ମାଡ଼  ରାସ୍ତା ଅବରୋଧର ଭିଡିଓ ଭାଇରାଲ ,ଏନଏଚଆରସିରେ ଅଭିଯୋଗ

କେନ୍ଦୁଝର,୨୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ମହାଦେଇଯୋଡା ପଞ୍ଚାୟତରେ ଅନୁଷ୍ଠିତ ଏକ କମ୍ପାନୀର ଜନ ଶୁଣାଣିକୁ ଯାଉଥିବା ସ୍ଥାନୀୟ ମହିଳାମାନଙ୍କୁ କ୍ଷମତାର ଅପବ୍ୟବହାର କରି ରାସ୍ତା ଅବରୋଧ କରିବା, ମାଡ଼ ମାରିବା, ମୋବାଇଲ ଛଡେଇ ନେବା, ମୋବାଇଲ ଭାଙ୍ଗିବା, ଲାଠିରେ ପିଟି ମୁଣ୍ଡ ଫଟେଇବା ନେଇ ଯାଜପୁର ଜିଲାର ମାନବାଧିକାର କର୍ମୀ ନାରାୟଣ ରଥ ଯାତୀୟ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ଏହି ଜନ ଶୁଣାଣିକୁ କ୍ଷତିଗ୍ରସ୍ତ ଅଞ୍ଚଳର ଆସୁଥିବା ମହିଳା ମାନଙ୍କୁରାସ୍ତାରେ ପୋଲିସ ଅଟକାଇ ମାଡ଼ ମାରିବା ଅଭିଯୋଗ କରିଛନ୍ତି। ଏହାର ଏକ ଭିଡିଓ ମଧ୍ୟ ସୋସିଆଲ  ମିଡିିଆରେ ଭାଇରାଲ ହେଉଥିବା ସେ ସୂଚନା ଦେଇଛନ୍ତି। ଫଳରେ ଲୋକଙ୍କ ମାନବିକଧିକାର ଉଲଂଘନ  ହୋଇଛି। ଏଣୁ ଏହାର ଯାଞ୍ଚ କରି  ଦୋଷୀ ପୋଲିସମାନଙ୍କୁ ଉଚିତ ଦଣ୍ଡଦେବା ସହ ଚାକିରିରୁ ବିଦା କରିବା ଏବଂ ପୀଡିତା ମହିଳାମାନଙ୍କୁ ଦଶଲକ୍ଷ ଟଙ୍କା କ୍ଷତି ପୂରଣ ଦେବା ପାଇଁ ସେ କମିଶନଙ୍କୁ ନିବେଦନ କରିଛନ୍ତି। କମିଶନ  କେସ୍‌ ନ୍‌ଂ ୧୩୨୪/ ଆଇ ଏନ/ ୨୦୨୫ ରେ  ଅଭିଯୋଗକୁ ଗ୍ରହଣ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri