Posted inଜାତୀୟ

ଚାଷୀଙ୍କୁ ପଛପଟୁ ଦଳି ଦେଇଥିଲା ଏସ୍‌ୟୁଭି; ସାମ୍ନାକୁ ଆସିଲା ଭିଡିଓ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଆନ୍ଦୋଳନକାରୀ ଚାଷୀଙ୍କ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର କାର ମାଡ଼ିଯିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ପୂରା ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଭାଜପା ଏମ୍‌ପି ବରୁଣ ଗାନ୍ଧୀ। ଭିଡିଓରେ ସ୍ଲୋଗାନ ଦେଇ ଯାଉଥିବା ଆନ୍ଦୋଳନକାରୀଙ୍କ ଗ୍ରୁପ୍‌କୁ ଏକ ଏସ୍‌ୟୁଭି ପଛଆଡୁ ଦଳି ଦେଇଥିଲା। ଭିଡିଓଟି ସ୍ପଷ୍ଟ ନ ଥିବାରୁ ଏସ୍‌ୟୁଭିର ଡ୍ରାଇଭିଂ ସିଟ୍‌ରେ ବସିଥିବା ବ୍ୟକ୍ତିଙ୍କୁ ଚିହ୍ନିବା କଷ୍ଟକର।

ତେବେ ଭିଡିଓକୁ ପୋଲିସ ପକ୍ଷରୁ ଯାଞ୍ଚ କରାଯାଉଛି। ଏହାକୁ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶେୟାର କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି।

”ନରେନ୍ଦ୍ର ମୋଦି ସାର, ଆପଣଙ୍କ ସରକାର ବିନା କୌଣସି ନିର୍ଦ୍ଦେଶ କିମ୍ବା ଏଫ୍‌ଆଇଆରରେ ଗତ ୨୮ ଘଣ୍ଟା ହେଲା ମୋତେ ହାଜତରେ ରଖିଛି। ଅନ୍ନଦାତା(ଚାଷୀ)ଙ୍କୁ ଦଳି ଦେଇଥିବା ବ୍ୟକ୍ତିଙ୍କୁ ଏପର୍ଯ୍ୟନ୍ତ କାହିଁକି ଗିରଫ କରାଯାଇନାହିଁ?“ ବୋଲି ପ୍ରିୟଙ୍କା ମଙ୍ଗଳବାର ସକାଳେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri