Posted inଫୁରସତ

ହ୍ବିଲ୍‌ଚେୟାରରେ ବସି ଫୁଡ୍‌ ଡେଲିଭରୀ କରୁଛନ୍ତି ଦିବ୍ୟାଙ୍ଗ ଯୁବତୀ, ଭିଡିଓ ଭାଇରାଲ

କଥାରେ ଅଛି, ଇଛା ଥିଲେ, ଉପାୟ ଆପେ ଆପେ ଆସେ। ଏହି ଉକ୍ତିଟିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ଜଣେ ଦିବ୍ୟାଙ୍ଗ ଯୁବତୀ। ନିଜ ଅକ୍ଷମତାକୁ ପଛରେ ପକାଇ ଏହି ଯୁବତୀ ଜଣଙ୍କ ହ୍ବିଲ୍‌ଚେୟାରରେ ବସି ଫୁଡ୍‌ ଡେଲିଭରୀ କାର୍ଯ୍ୟ କରୁଛନ୍ତି। ଏହି ଯୁବତୀଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟି ଲକ୍ଷ ଲକ୍ଷ ଲୋକଙ୍କ ହୃଦୟକୁ ସ୍ପର୍ଶ କରିଛି।
ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ଦିବ୍ୟାଙ୍ଗ ଯୁବତୀ ସ୍ବିିଗି ସର୍ଭିସ ଟି-ସାର୍ଟ ପିନ୍ଧି ଏକ ମୋଟର ଚାଳିତ ହ୍ବିଲ ଚେୟାରରେ ବସି ଖାଦ୍ୟ ବିତରଣ କରୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓଟି ଲିଙ୍କଡିନ୍‌ରେ ଜଗବିନ୍ଦର ସିଂ ଘୁମାନ ନାମକ ଜଣେ ୟୁଜର୍ସ ଶେୟାର କରିଛନ୍ତି। ଏହି ପୋଷ୍ଟ ଭାଇରାଲ ପରେ ଏବେ ଯୁବତୀ ଜଣଙ୍କ ଇଣ୍ଟରନେଟ୍‌ ସେନସେସନ୍‌ ହୋଇଯାଇଛନ୍ତି। ସମସ୍ତେ ତାଙ୍କ ଇଛାଶକ୍ତିକୁ ସଲାମ କରିଛନ୍ତି।

swiggy


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri