Video: ପୋଜ୍‌ ଦେଉ ଦେଉ ପଡ଼ିଗଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କେମିତି ଅଛି ସ୍ବାସ୍ଥ୍ୟାବସ୍ଥା

ସିଡନୀ,୩।୪: ନ୍ୟୁ ସାଉଥ ୱେଲ୍ସରେ ଗୁରୁବାର ଏକ ପ୍ରଚାର କାର୍ଯ୍ୟକ୍ରମ ସମୟରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ ମଞ୍ଚରୁ ପଡ଼ି ଯାଇଛନ୍ତି। ମେ’ ମାସରେ ଅନୁଷ୍ଠିତ ଜାତୀୟ ନିର୍ବାଚନ ପାଇଁ ଏକ ପ୍ରଚାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣ ପରେ ଫଟୋଗ୍ରାଫ ପାଇଁ ପୋଜ ଦେଉଥିବା ସମୟରେ ଏହି ଘଟଣା ଘଟିଥିଲା। ସୋସିଆଲ ମିଡିଆରେ େ:ୟାର ହୋଇଥିବା ଭିଡିଓଗୁଡ଼ିକରେ ଦେଖାଯାଇଛି, ଆଲବାନିଜ ଅନ୍ୟ ପାର୍ଶ୍ୱକୁ ଯାଉଥିବା ସମୟରେ ମଞ୍ଚରୁ ପଡ଼ିଯାଉଛନ୍ତି।

ପଡ଼ିଯିବା ପରେ ତାଙ୍କୁ ସୁରକ୍ଷାକର୍ମୀମାନେ ଉଠାଇଥିଲେ। କିଛି ମୁହୂର୍ତ୍ତ ମଧ୍ୟରେ, ସେ ଉଠିବା ପରେ ହସିଥିଲେ ଏବଂ ଦୁଇ ହାତରେ ଲୋକଙ୍କୁ ଇଙ୍ଗିତ କରି କହିଲେ, ସେ ଭଲ ଅଛନ୍ତି।

ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ ବର୍ତ୍ତମାନ ମେ ୩ରେ ହେବାକୁ ଥିବା ଅଷ୍ଟ୍ରେଲିଆର ଜାତୀୟ ନିର୍ବାଚନ ପାଇଁ ପ୍ରଚାର କରୁଛନ୍ତି। ତାଙ୍କ ଦଳ ଲେବର ପାର୍ଟି ପିଟର ଡଟନଙ୍କ ନେତୃତ୍ୱାଧୀନ ଲିବେରାଲ-ନ୍ୟାଶନାଲ ପାର୍ଟି ବିରୋଧରେ କଡ଼ା ଲଢ଼େଇ କରୁଛି।

ଏହା ପ୍ରଥମ ଥର ନୁହେଁ ଯେ କୌଣସି ଦେଶର ଶୀର୍ଷ ନେତା କୌଣସି କାର୍ଯ୍ୟକ୍ରମ ସମୟରେ ପଡ଼ିଯାଇଛନ୍ତି। ପୂର୍ବରୁ ପୂର୍ବତନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ଥର ପଡ଼ିଥିଲେ। ଥରେ ସେ ବିମାନରେ ଚଢ଼ିବା ସମୟରେ ଝୁଣ୍ଟି ପଡ଼ିଥିଲେ। ଏହା ବ୍ୟତୀତ, ବାୟୁସେନାର ଏକ କାର୍ଯ୍ୟକ୍ରମ ସମୟରେ ସେ ମଞ୍ଚରୁ ଓହ୍ଲାଉଥିବା ସମୟରେ ପଡ଼ିଯାଇଥିଲେ। ସେହି ସମୟ ମଧ୍ୟରେ ତାଙ୍କର କୌଣସି ଗୁରୁତର ଆଘାତ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri