ଲାଇଭ୍ ଶୋ’ ଚାଲିଥିବା ସମୟରେ ୟୁକ୍ରେନ ଷ୍ଟ୍ରାଇକରେ ଜୀବନ ହରାଇଲେ ରୁଷିଅ ଅଭିନେତ୍ରୀ

ନୂଆଦିଲ୍ଲୀ,୨୩ା୧୧: ଲାଇଭ୍ ଶୋ’ ଚାଲିଥିବା ସମୟରେ ୟୁକ୍ରେନ ଷ୍ଟ୍ରାଇକରେ ଜୀବନ ହରାଇଛନ୍ତି ଋଷର ଜଣେ ଅଭିନେତ୍ରୀ। ଋଷ ଅଧିକାରରେ ଥିବା ୟୁକ୍ରେନର ଏକ ସ୍ଥାନରେ ସେନା ମାନଙ୍କ ପାଇଁ ସଂଗୀତ ପରିବେଷଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଅଭିନେତ୍ରୀ ଜଣକ ମଞ୍ଚ ଉପରେ ଗୀତ ଗାଉଥିବା ସମୟରେ ହଟାତ ବୋମା ବିସ୍ପୋରଣ ହୋଇଥିଲା। ଯେଉଁଥିରେ କେହି କିଛି ବୁଝିବା ଆଗରୁ ଅନେକ ଲୋକଙ୍କର ଜୀବନ ଚାଲି ଯାଇଥିଲା।

ପୀଡିତା ପୋଲିନା ମେନଶିଖ ନାମକ ଅଭିନେତ୍ରୀ ଜଣକ ଥିଏଟରରେ ଅଭିନୟ କରନ୍ତି। ତାଙ୍କ ଥିଏଟର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଡୋନାବାସ ଅଞ୍ଚଳରେ ଏହି ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି। 19 ନଭେମ୍ବରରେ ଏହି ଘଟଣା ଘଟିଥିବା ଉଭୟ ପକ୍ଷର ସେନା ପକ୍ଷରୁ ଘଟଣା ସମ୍ପର୍କରେ ସୁନିଶ୍ଚିତ କରାଯାଇଛି। ଋଷ ସେନା ପକ୍ଷରୁ ମିଳିଥିବା ସୂଚନାକୁ ଆଧାର କରି ସ୍ଥାନୀୟ ମିଡ଼ିଆ ରିପୋର୍ଟ କରିଛି ଯେ, 60 କିଲୋମିଟର ଦୂରରୁ ଏହି ମିଶଇଳ ମାଡ଼ କରାଯାଇଥିଲା।

ଅଜ୍ଞାତ ଅନୁସନ୍ଧାନକାରୀ କହିଛନ୍ତି ଯେ ଜଣେ ସାଧାରଣ ନାଗରିକ, ଯାହାଙ୍କ ବିଷୟରେ ସେ ଅଧିକ ବିବରଣୀ ଦେଇନାହାଁନ୍ତି, ତାଙ୍କୁ ହତ୍ୟା କରାଯାଇଛି କିନ୍ତୁ ସୈନିକଙ୍କ ହତାହତ ବିଷୟରେ କିଛି ଉଲ୍ଲେଖ କରାଯାଇ ନାହିଁ। ତେବେ ରୁଷ ପ୍ରତିରକ୍ଷା ମନ୍ତ୍ରଣାଳୟ ଏହି ଘଟଣାରେ ମନ୍ତବ୍ୟ ଦେବାକୁ ମନା କରିଦେଇଛି ଏବଂ ଏହି ଆକ୍ରମଣରେ କୌଣସି କ୍ଷୟକ୍ଷତି ହୋଇ ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri