Posted inଜାତୀୟ

ଭାଙ୍ଗିଗଲା ଷ୍ଟେଜ୍‌, ବସ୍‌ ଉପରେ ଚଢି ଭାଷଣ ଦେଲେ ତେଜସ୍ବୀ ଯାଦବ, ଭାଇରାଲ ହେଉଛି ଭିଡିଓ

ପାଟନା,୨୧।୨: ରାଷ୍ଟ୍ରୀୟ ଜନତା ଦଳର ନେତା ତେଜସ୍ବୀ ଯାଦବ ମଙ୍ଗଳବାର ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବିହାରର ସୀତାମଡିରେ ପହଞ୍ଚିଥିଲେ। ହେଲେ ସେଠାରେ ହଠାତ୍‌ ମଞ୍ଚ ଭାଙ୍ଗି ଯାଇଥିଲା । ଯାହା ପରେ ତେଜସ୍ବୀ ବସ୍‌ରେ ଚଢି ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯାହାକୁ ଲୋକମାନେ ବହୁତ ପସନ୍ଦ କରୁଛନ୍ତି।

 

View this post on Instagram

 

A post shared by NDTV India (@ndtvindia)


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri