Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ମହିଳାଙ୍କ ଉତ୍ପାତ

ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ ମଦ ଦୋକାନ ସମ୍ମୁଖରେ ନିଶାଶକ୍ତ ଅବସ୍ଥାରେ ଯୁବତୀ ଜଣକ ଉତ୍ପାତ କରିଥିଲେ। ଖବର ପାଇ ପୋଲିସ ଯୁବତୀଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲା। ତେବେ ହସ୍ପିଟାଲରେ ପୋଲିସକୁ ନାକେଦମ କରିଥିଲେ ନିଶାଶକ୍ତ ଯୁବତୀ, ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri