Posted inଜାତୀୟ

ମାସ୍କ ପିନ୍ଧି ନ ଥିବାରୁ ଝିଅ ଆଗରେ ମା’ ଉପରେ ଅକଥନିୟ ନିର୍ଯାତନା

ଭୋପାଳ,୧୯।୫: ଝିଅ ଆଗରେ ଜଣେ ମହିଳାଙ୍କୁ ରାସ୍ତା ଉପରେ ଘୋଷାଡ଼ି ଘୋଷାଡ଼ି କିଛି ପୋଲିସ କର୍ମୀ ଗୋଇଠା, ବିଧା ମାରିଥିଲେ। କାରଣ ମହିଳା ଜଣଙ୍କ ପିନ୍ଧି ନ ଥିଲେ ମାସ୍କ। ମଧ୍ୟପ୍ରଦେଶର ସାଗର ଜିଲାରୁ ସାମ୍ନାକୁ ଆସିଛି ଏହି ଘଟଣା।

କୋଭିଡ୍‌ କଟକଣା ମଧ୍ୟରେ ମା’ ଝିଅ ଗ୍ରୋସରି କିଣିବାକୁ ଯାଉଥିବାବେଳେ ପଡ଼ି ଯାଇଥିଲେ ପୋଲିସ ହାବୁଡ଼ରେ। ମହିଳାଙ୍କୁ ପୋଲିସ ଗାଡ଼ିରେ ବସିବାକୁ କହିଥିଲେ। ହେଲେ ସେ ମନା କରି ଦେବାରୁ ମହିଳାଙ୍କ ଚୁଟି ଧରି ଘୋଷାଡ଼ି ଆଣିଥିଲେ ଦୁଇ ଜଣ ପୋଲିସ କର୍ମୀ। ଏହାପରେ ଆରମ୍ଭ ହୋଇଥିଲା ନିର୍ଯାତନା। ନିଜକୁ ବଞ୍ଚାଇବାକୁ ଯାଇ ମହିଳା ବହୁ ବାର ତଳେ ପଡ଼ିଯାଇଥିଲେ। ତଥାପି ଛାଡ଼ି ନ ଥିଲେ ପୋଲିସ କର୍ମୀ। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ତେବେ ମଧ୍ୟପ୍ରଦେଶରେ ଏଭଳି ଘଟଣା ପ୍ରଥମ ନୁହେଁ। ପୂର୍ବରୁ ମଧ୍ୟ ମାସ୍କ ନ ପିନ୍ଧିଥିବାରୁ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ପୋଲିସ କର୍ମୀ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri