Video: ମାଳଦ୍ୱୀପ ପାର୍ଲାମେଣ୍ଟ ରଣକ୍ଷେତ୍ର

ନୂଆଦିଲ୍ଲୀ,୨୯।୧:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ କ୍ୟାବିନେଟ ମନ୍ତ୍ରୀମାନଙ୍କୁ ସଂସଦୀୟ ଅନୁମୋଦନ ପାଇଁ ଡକାଯାଇଥିବା ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ରବିବାର ରଣକ୍ଷେତ୍ରରେ ପରିଣତ ହୋଇଥିଲା। ଏମ୍‌ପିମାନେ ପରସ୍ପରକୁ ମୁଥ, ଗୋଇଠା ମାରିବା ସହ ଗଡ଼ାପଡ଼ା ହେଉଥିବା ଦେଖାଯାଇଛି। ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି) ଏବଂ ପ୍ରୋଗ୍ରେସିଭ୍‌ ପାର୍ଟି ଅଫ୍‌ ମାଳଦ୍ୱୀପ (ପିପିଏମ୍‌)କୁ ନେଇ ଗଠିତ ଶାସକ ମେଣ୍ଟ ଏବଂ ବିରୋଧୀ ମାଳଦ୍ୱୀପ ଡେମୋକ୍ରାଟିକ୍‌ ପାର୍ଟି (ଏମ୍‌ଡିପି)ର ଏମ୍‌ପିମାନଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ସଂଘର୍ଷ ସମୟର ଭିଡିଓ ଭାଇରାଲ ହୋଇଛି। ମୁଇଜୁ କ୍ୟାବିନେଟରେ ଯୋଗ ଦେଇଥିବା ଶାସକ ଦଳର ୪ ସଦସ୍ୟଙ୍କୁ ଅନୁମୋଦନ ଦେବାକୁ ବିରୋଧୀ ଦଳ ଏମ୍‌ଡିପି ମନା କରିଦେବା ପରେ ଗୃହରେ ହଟ୍ଟଗୋଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?