ଗାଧୋଉଥିବା ମହିଳାଙ୍କ ଭିଡିଓ କରୁଥିଲେ

କଣ୍ଟାମାଳ,୨୫।୭(ଡି.ଏନ୍‌.ଏ.): ନାଳରେ ଗାଧୋଉଥିବା ମହିଳାଙ୍କ ଭିଡିଓ ମୋବାଇଲରେ ଉତ୍ତୋଳନ କରୁଥିଲେ ଜଣେ ଯୁବକ। ଗାଁ ଲୋକେ ସମ୍ପୃକ୍ତ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ ଲଣ୍ଡା କରିଦେଇଛନ୍ତି। ଏଭଳି ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଚାରଭାଟି ଗ୍ରାମରେ।

ଯୁବକ ଜଣକ ଗଛ ପଛପଟେ ଲୁଚି ରହି ମୋବାଇଲରେ ଗାଧୋଉଥିବା ବେଳେ ମହିଳାଙ୍କ ଭିଡିଓ ଉତ୍ତୋଳନ କରୁଥିଲେ। ଏକଥା ପ୍ରଘଟ ହେବା ପରେ ଗ୍ରାମବାସୀ ତାଙ୍କୁ କାବୁ କରି ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ  ।ପରେ ତାଙ୍କୁ ଲଣ୍ଡା କରି ଛାଡିଥିଲେ। ଯୁବକଙ୍କ ଘର ଶିମିଳିପଦର ପଞ୍ଚାୟତର କଣ୍ଟାପାଲି ଗ୍ରାମରେ । ଘରେ ତାଙ୍କ ସ୍ତ୍ରୀ ଓ ପିଲାଛୁଆ ଅଛନ୍ତି। ଏନେଇ କଣ୍ଟାମାଳ ଥାନା ଅଧିକାରୀ ଅଶ୍ୱିନୀ ଭିତିରିଆଙ୍କୁ ପଚାରିବାରେ ଏଭଳି ଘଟଣା ନେଇ କୌଣସି ଅଭିଯୋଗ ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri