ଗାଧୋଉଥିବା ମହିଳାଙ୍କ ଭିଡିଓ କରୁଥିଲେ

କଣ୍ଟାମାଳ,୨୫।୭(ଡି.ଏନ୍‌.ଏ.): ନାଳରେ ଗାଧୋଉଥିବା ମହିଳାଙ୍କ ଭିଡିଓ ମୋବାଇଲରେ ଉତ୍ତୋଳନ କରୁଥିଲେ ଜଣେ ଯୁବକ। ଗାଁ ଲୋକେ ସମ୍ପୃକ୍ତ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ ଲଣ୍ଡା କରିଦେଇଛନ୍ତି। ଏଭଳି ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଚାରଭାଟି ଗ୍ରାମରେ।

ଯୁବକ ଜଣକ ଗଛ ପଛପଟେ ଲୁଚି ରହି ମୋବାଇଲରେ ଗାଧୋଉଥିବା ବେଳେ ମହିଳାଙ୍କ ଭିଡିଓ ଉତ୍ତୋଳନ କରୁଥିଲେ। ଏକଥା ପ୍ରଘଟ ହେବା ପରେ ଗ୍ରାମବାସୀ ତାଙ୍କୁ କାବୁ କରି ଏକ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ  ।ପରେ ତାଙ୍କୁ ଲଣ୍ଡା କରି ଛାଡିଥିଲେ। ଯୁବକଙ୍କ ଘର ଶିମିଳିପଦର ପଞ୍ଚାୟତର କଣ୍ଟାପାଲି ଗ୍ରାମରେ । ଘରେ ତାଙ୍କ ସ୍ତ୍ରୀ ଓ ପିଲାଛୁଆ ଅଛନ୍ତି। ଏନେଇ କଣ୍ଟାମାଳ ଥାନା ଅଧିକାରୀ ଅଶ୍ୱିନୀ ଭିତିରିଆଙ୍କୁ ପଚାରିବାରେ ଏଭଳି ଘଟଣା ନେଇ କୌଣସି ଅଭିଯୋଗ ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୁତି ମହାପାତ୍ରଙ୍କୁ ମିଳିଲା ନାରୀ ଶକ୍ତି ପୁରସ୍କାର

ଭୁବନେଶ୍ୱର,୮।୩(ବ୍ୟୁରୋ):ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମହିଳାମାନଙ୍କୁ ସମ୍ମାନିତ କରୁଛନ୍ତି। ଉତ୍ସର୍ଗୀକୃତ ସେବା ପାଇଁ ୨୯ ମହିଳାଙ୍କୁ ନାରୀ ଶକ୍ତି...

ଭାଜପାକୁ ଦୋଷ ଦେଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୧୧/୨(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଓଡ଼ିଆ ଏମ୍‌ପିମାନେ ଭେଟିବା ପରେ ପୁରୀ ଶ୍ରୀମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (ଏନ୍‌ଏମ୍‌ଏ)ର ପ୍ରସ୍ତାବିତ...

ଦେଶୀ ଧାନ ସଂରକ୍ଷକ ରାଇମତି

କୁନ୍ଦୁରା,୧୦ା୧୦ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକ ଲିମା ପଞ୍ଚାୟତ ଅନ୍ତର୍ଗତ ନୂଆଁଗୁଡା ଗ୍ରାମର ଆଦିବାସୀ ମହିଳା ରାଇମତି ଘିଉରିଆ। ୧୩୬ କିସମର ଦେଶୀ ଧାନ...

ଭିଡିଓ କନ୍‌ଫରେନ୍ସିଂରେ ଶୁଣାଣି ନେଇ ବଦଳିଲା ହାଇକୋର୍ଟଙ୍କ ଗାଇଡ୍‌ଲାଇନ୍‌: ‘ଜୁମ୍‌’ ବଦଳରେ ‘ଜିଟ୍‌ସି ମିଟ୍‌’ ଆପ୍‌ ହେବ ବ୍ୟବହାର

କଟକ ଅଫିସ, ୧୦।୫: କରୋନା ଭୂତାଣୁର ସଂକ୍ରମଣକୁ ଦେଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁଣାଣିକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଓଡ଼ିଶା ହାଇକୋର୍ଟ...

ମୟୂରଭଞ୍ଜରେ ପୁଣି ଭୂକମ୍ପ ଝଟକା

ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ.ଏ.),୨୫ା୧୨-ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅପରାହ୍ନ ୨ଟା ୧୫ ମିନିଟ ସମୟରେ ଜିଲାର ବଡ଼ସାହି, ବେତନଟୀ, ବୈଶିଙ୍ଗା, ଖୁଣ୍ଟା ଓ...

ସିବିଏସ୍‌ଇ ସିଟିଇଟି ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି) ୨୦୧୯ର ଫଳ ପ୍ରକାଶ ପାଇଛି। ଜୁଲାଇ ୭...

ଉପକୃତ ହେବେ ପକ୍ଷାଘାତ ରୋଗୀ

ପରଜଙ୍ଗ,୩୦।୧(ଡି.ଏନ୍‌.ଏ.):ପକ୍ଷାଘାତର ଶିକାର କିମ୍ବା ଦୁର୍ଘଟଣାରେ ଅଙ୍ଗ ହରାଇ ଅକର୍ମଣ୍ୟ ହୋଇପଡ଼ିଥିବା ରୋଗୀ ଜିଅନ୍ତି ଅଭିଶପ୍ତ ଜୀବନ। ଦୈନନ୍ଦିନ କାର୍ଯ୍ୟ ହେଉ କି ଗୋଟିଏ ସ୍ଥାନରୁ ଅନ୍ୟସ୍ଥାନକୁ...

ଏସ୍‌ଏନ୍‌ସିୟୁରେ ନର୍ସଙ୍କ ଟିକ୍‌ଟକ ମାନିଆ: ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ମାଲକାନଗିରି, ୨୭।୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର ନବଜାତ ଶିଶୁ ଯତ୍ନ ୟୁନିଟ୍‌ରେ କାର୍ଯ୍ୟରତ ନର୍ସମାନେ ଟିକ୍‌ଟକ କରୁଥିବା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ...

Advertisement
Archives

Model This Week