ଏପ୍ରିଲ ୧ରୁ ଆରମ୍ଭ ହେବ ବିଧାନସଭା ଟିଭି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆରମ୍ଭ ହେବ ଓଡ଼ିଶା ବିଧାନସଭା ଟିଭି ଚ୍ୟାନେଲ। ଏପ୍ରିଲ ୧ ଅର୍ଥାତ ଉତ୍କଳ ଦିବସରୁ ଏହାର ଶୁଭାରମ୍ଭ ହେବ। ଏଥିଲାଗି ବିଧାନସଭା ପରିସରରେ ଷ୍ଟୁଡିଓ ତିଆରି ହେଉଛି। ଚ୍ୟାନେଲରେ ବିଧାନସଭା ସମ୍ପର୍କିତ ଖବର ପ୍ରସାରଣ କରାଯିବ ବୋଲି ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେହିଭଳି ଏପ୍ରିଲ ୧ରୁ ବିଧାନସଭା ପତ୍ରିକା ନାମରେ ଏକ ମାସିକ ପତ୍ରିକା ପ୍ରକାଶ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ, ଅମର, ସସ୍ମିତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ସୋମବାର ଓଡ଼ିଶାରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ବିଜେଡ଼ି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ...

ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ...

ନିମ୍ନମାନର ପିଏମ୍‌ଜିଏସ୍‌ଓ୍ବାଇ ରାସ୍ତା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ଅତ୍ୟନ୍ତ ନିମ୍ନମାନର। ନିର୍ମାଣ ସମୟରେ ରାସ୍ତାର ମାନ ଠିକ୍‌ ରହୁ ନ ଥିବାରୁ ଶୀଘ୍ର ନଷ୍ଟ...

ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ମୃତ

କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା...

ଆଗକୁ ଆହୁରି ବଢିବ ଶୀତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଶୀତ ଲହରୀ ଜାରି ରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ...

‘ଆଗାମୀ ୨୫ ବର୍ଷରେ ଯୁବଗୋଷ୍ଠୀ ହେବେ ଆତ୍ମନିର୍ଭର’

ଭୁବନେଶ୍ୱର,୧୮।୯(ବ୍ୟୁରୋ):  ଆଗାମୀ ଦିନରେ ଦେଶରେ ଉତ୍ପାଦନ ଏବଂ ଅର୍ଥନୀତିକୁ ବଢ଼ାଇବା ପାଇଁ ଦେଶର ଯୁବତୀଯୁବକଙ୍କୁ ସ୍କିଲ୍‌ ମାଧ୍ୟମରେ ସ୍ବାବଲମ୍ବୀ କରାଯିବ। ଏହି ପୃଷ୍ଠଭୂମିରେ ସେମାନଙ୍କୁ ଆତ୍ମନିର୍ଭର...

ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍‌ସିବି ମେଡିକାଲ କଲେଜର ପୂର୍ବତନ...

ବିଲିୟନ ଡଲାର କମ୍ପାନୀ ଗଢ଼ିଲେ ଓଡ଼ିଆ ପୁଅ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆଇଆଇଟି ମାଡ୍ରାସରେ ପଢ଼ାପରେ ବିଦେଶରେ ଏକ ଭଲ ପ୍ୟାକେଜରେ ଚାକିରି ପାଇଥିଲେ। ହେଲେ ନିଜେ କିଛି କରି ଦେଖାଇବାର ଇଚ୍ଛା ତାଙ୍କ ମନକୁ ସବୁବେଳେ...

Advertisement
Archives

Model This Week