Posted inଖେଳ

ଫିଡେ ସୁଇସ୍‌ ଚେସ୍‌: ବୈଶାଳୀ, ଭିଦିତ ଚାମ୍ପିୟନ

ନୂଆଦିଲ୍ଲୀ,୬ା୧୧: ଆର୍‌. ବୈଶାଳୀ ଏବଂ ଭିଦିତ ଗୁଜରାଠୀ ଫିଡେ ଗ୍ରାଣ୍ଡ୍‌ ସୁଇସ୍‌ ଚେସ୍‌ ପ୍ରତିଯୋଗିତାରେ ଯଥାକ୍ରମେ ମହିଳା ଓ ଓପନ କାଟାଗୋରୀରେ ଚାମ୍ପିୟନ ହୋଇଛନ୍ତି। ବିଶ୍ୱସ୍ତରରେ ସେମାନେ ଭାରତ ପାଇଁ ବିରଳ ଡବଲ ସଫଳତା ଆଣିଦେଇଛନ୍ତି। ଏଥିସହିତ ଦୁହେଁ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ ମଧ୍ୟ କରିଛନ୍ତି।

ପ୍ରତିଯୋଗିତାର ୧୧ତମ ଓ ଫାଇନାଲ ରାଉଣ୍ଡରେ ବୈଶାଳୀ ମଙ୍ଗୋଲିଆର ବାତ୍‌ଖୁୟାଗ ମୁଙ୍ଗୁଟୁଲ ସହ ଗେମ୍‌ ଡ୍ର ରଖିଥିବା ବେଳେ ଭିଦିତ ସର୍ବିୟାର ଆଲେଜାଣ୍ଡର ପ୍ରିଡେକି ଇଭେଣ୍ଟରେ ତାଙ୍କ ୭ମ ବିଜୟ ସହ ଓପନ ବିଭାଗରେ ଶୀର୍ଷ ସ୍ଥାନ ଅଧିକାର କରିନେଇଥିଲେ। ଉଭୟ ବୈଶାଳୀ ଓ ଭିଦିତ ୮.୫ ପଏଣ୍ଟ ଲେଖାଏ ଅର୍ଜନ କରିଥିଲେ ଏବଂ ସେମାନଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଅଧା ପଏଣ୍ଟ ଆଗରେ ରହିଥିଲେ। ଆସନ୍ତାବର୍ଷ ଏପ୍ରିଲରେ କାନାଡାରେ ଖେଳାଯିବାକୁ ଥିବା କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଲାଗି ଯୋଗ୍ୟତା ଅର୍ଜନ ସହ ବୈଶାଳୀ ୨୫,୦୦୦ ଆମେରିକୀୟ ଡଲାର (୨୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ) ଆର୍ଥିକ ପୁରସ୍କାର ଲାଭ କରିଛନ୍ତି। ଅନ୍ୟପକ୍ଷରେ ଭିଦିତ ୮୦,୦୦୦ ଡଲାର (୬୬ ଲକ୍ଷ ଟଙ୍କାରୁ ଅଧିକ) ପୁରସ୍କାର ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri