‘ଜେଲର୍‌ ୨’ରେ ବିଦ୍ୟା ବାଲନ

ମୁମ୍ବାଇ: ସୁପରଷ୍ଟାର୍‌ ରଜନୀକାନ୍ତଙ୍କ ବକ୍‌ବଷ୍ଟର୍‌ ଫିଲ୍ମ ‘ଜେଲର୍‌’ର ସିକ୍ୱେଲ ‘ଜେଲର୍‌ ୨’କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏହି ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟରେ ବଲିଉଡ ଅଭିନେତ୍ରୀ ବିଦ୍ୟା ବଲାନ ସାମିଲ ହୋଇଛନ୍ତି। ତାଙ୍କର ଯୋଗଦାନ ଫିଲ୍ମର କଳାକାର ତାଲିକାକୁ ଆହୁରି ମଜଭୁତ କରିଛି। ସୂଚନା ମୁତାବକ, ବିଦ୍ୟା ବାଲନ ‘ଜେଲର୍‌ ୨’ର ସ୍କ୍ରିପ୍ଟରେ ଅତ୍ୟନ୍ତ ପ୍ରଭାବିତ ହୋଇଛନ୍ତି। ସେ ଏହି ଫିଲ୍ମରେ ଏକ ଶକ୍ତିଶାଳୀ ଚରିତ୍ରରେ ନଜର ଆସିବେ, ଯାହା କାହାଣୀରେ ଏକ ମୁଖ୍ୟ ମୋଡ଼ ଆଣିବ। ତାଙ୍କର ଉପସ୍ଥିତି ଫିଲ୍ମର ତୀବ୍ରତା ବଢ଼ାଇବ।
ଏହି ଫିଲ୍ମକୁ ୨୦୨୬ଅଗଷ୍ଟ ୧୪ରେ ଏକ ବଡ଼ ଧରଣର ଥିଏଟରରେ ରିଲିଜ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅଗଷ୍ଟ ମାସରେ ପ୍ରଥମ ଭାଗ ‘ଜେଲର୍‌’ ରିଲିଜ ହୋଇ ବିଶ୍ୱବ୍ୟାପୀ ୬୦୫-୬୫୦ କୋଟିର ବ୍ୟବସାୟ କରିଥିଲା। ନିର୍ଦ୍ଦେଶକ ନେଲସନ ଦିଲୀପକୁମାରଙ୍କ ଏହି ଫିଲ୍ମରେ ରଜନୀକାନ୍ତ ପୁଣି ଥରେ ‘ଟାଇଗର୍‌ ମୁଥୁବେଲ ପାଣ୍ଡିଆନ’ ଭୂମିକାରେ ଫେରିବେ। ଫିଲ୍ମରେ ମୋହନଲାଲ, ଶିବ ରାଜକୁମାର, ନନ୍ଦମୁରୀ ବାଲକ୍ରିଷ୍ଣା ଏବଂ ମିଥୁନ ଚକ୍ରବର୍ତ୍ତୀଙ୍କ କ୍ୟାମିଓ (ଅତିଥି) ଭୂମିକା ଏହାକୁ ଏକ ବୃହତ ପାନ-ଇଣ୍ଡିଆ ପ୍ରୋଜେକ୍ଟ କରିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri