ପୁଣି ଥରେ ବିଦ୍ୟାଭାରତୀଙ୍କୁ ଜେରା : ଏଥର ମିଳିବ କି କିଛି ତଥ୍ୟ

ଉଦଳା,୩।୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାର ୨୩ ଦିନ ପରେ ମଧ୍ୟ ସସ୍ପେନ୍ସ ଲାଗି ରହିଛି। ଏହା ଏକ ଦୁର୍ଘଟଣାଜନିତ ମୃତ୍ୟୁ ନା ଯୋଜନାବଦ୍ଧ ହତ୍ୟାକାଣ୍ଡ, ତାହା ଉପରୁ ପରଦା ଉଠି ପାରୁନି। ଅନ୍ୟପକ୍ଷରେ ଘଟଣାର ତଦନ୍ତ ପାଇଁ ମଙ୍ଗଳବାର ପୁଣି ଥରେ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ଘରେ ପୋଲିସ ପହଞ୍ଚିଛି। ପାରଳାଖେମୁଣ୍ଡି ଆଇଆଇସିଙ୍କ ନେତୃତ୍ୱରେ ୪ ଜଣିଆ ଟିମ ବିଦ୍ୟାଭାରତୀଙ୍କ ଗୌଡ଼ ଗାଁରେ ପହଞ୍ଚିଛି। ତେବେ ପୂର୍ବରୁ ଏହି ଟିମ ମଧ୍ୟ ବିଦ୍ୟାଭାରତୀଙ୍କୁ ପଚାର ଉଚରା କରିଥିବା ବେଳେ ଆଜି ତାଙ୍କଠାରୁ ଘଟଣା ସମ୍ପର୍କରେ ଆଉ କି ତଥ୍ୟ ବାହାର କରିପାରିବ, ତାକୁ ନେଇ ଚର୍ଚ୍ଚା ଚାଲିଛି। ପରେ ସୌମ୍ୟଙ୍କ ମୃତ୍ୟୁ ଦିନ କପ୍ତିପଦାରୁ ଏକ ଗାଡ଼ି ବିଦ୍ୟାଭାରତୀଙ୍କୁ ଆଣିବାକୁ ଯାଇଥିଲା। ସେହି ଗାଡ଼ିର ଡ୍ରାଇଭରଙ୍କୁ ପୋଲିସ ମଧ୍ୟ ପଚରାଉଚରା କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri