ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବାରିପଦା ଅଫିସ,୨ା୯: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ଗୁରୁବାର ତାଙ୍କ ବାପଘର ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ଘରେ ଜେରା କରୁଛି କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌।

ସୂଚନାଯୋଗ୍ୟ, ଗତ ଜୁଲାଇ ୧୨ ତାରିଖ ରାତିରେ ସୌମ୍ୟ ଏବଂ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ସରକାରୀ କ୍ୱାର୍ଟର୍ସରେ ଥିଲେ। ରାତି ପ୍ରାୟ ୯ଟା ବେଳେ ସୌମ୍ୟଙ୍କ ଦେହରେ ନିଆଁ ଲାଗି ଯାଇଥିବା ବିଦ୍ୟାଭାରତୀ ସୂଚନା ଦେଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ଏବଂ ପରେ କଟକର ଏକ ଘରୋଇ ମେଡିକାଲକୁ ସୌମ୍ୟଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧୩ ତାରିଖ ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍‌ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍‌ଏମ୍‌ସି)ର ଜଣିକିଆ ପ୍ରତିନିଧି...

ରାଶନ କାର୍ଡ ଜାଲିଆତି ଗୁମର ଫିଟିଲା: ଦେଢ଼ବର୍ଷ ଧରି ଉଠାଣ ହେଉଥିଲା ରାଶନ ସାମଗ୍ରୀ

ନୟାଗଡ଼ ଅଫିସ/ରଣପୁର,୧୯।୬(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତ କରଡାପଲ୍ଲୀର ବାଳାମଣୀ ପଲେଇ ଓ ନରସିଂହପୁରର ଝରଣା ସାହୁଙ୍କ ନାମରେ ଦୀର୍ଘ ଦେଢ଼ବର୍ଷ ହେଲା ଉଠାଣ ହେଉଥିଲା...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା...

୯ରେ ଆଉ ଏକ ଲଘୁଚାପ: ୨ରୁ ୩ ଦିନ ଭିତରେ ଡିପ୍ରେସନରେ ପରିଣତ ହୋଇପାରେ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷା ଶେଷ ହୋଇ ନ ଥିବାବେଳେ ଉତ୍ତର ଆଣ୍ଡାମାନ ଏବଂ...

ଆଜି ରାଜ୍ୟରେ ସୁସ୍ଥ ହେଲେ ୬୧୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୬୧୦୯ ଜଣ କରୋନା ଆକ୍ରାନ୍ତ...

ହଜାରେ ଦେଇ କୁମ୍ଭୀର ଆଣିଲେ

ବାରଙ୍ଗ/କଟକ ସଦର, ୮।୮ (ଡି.ଏନ.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ ବାରଦା ଗ୍ରାମ ଶିବବଜାର ନିକଟ ମହାନଦୀରୁ ଶନିବାର ସକାଳେ ଏକ କୁମ୍ଭୀରଛୁଆ ଉଦ୍ଧାର କରାଯାଇଛି।...

ଶୀତ ଅଧିବେଶନ ପୂର୍ବରୁ ୧୦ରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ଅତିରିକ୍ତ ବଜେଟ୍‌ ଆଗତ...

ମୁଖ୍ୟମନ୍ତ୍ରୀଙ୍କ ମୋବାଇଲ ପ୍ରଦାନ ତାଲିକାରୁ ବଞ୍ଚିତ ଧୂଳିପୁଟବାସୀ

ଚିତ୍ରକୋଣ୍ଡା,୨୨ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ୯ଟି ପଞ୍ଚାୟତ ଯଥା ବଡ଼ପଡା, ପାପରମେଟେଲା, ରାଲେଗାଡା, ଧୂଳିପୁଟ, ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଗାଜୁଲୁମାମୁଡ଼ି ଓ ଯନ୍ତ୍ରୀ ପଞ୍ଚାୟତର ପ୍ରତି ପରିବାରକୁ...

Advertisement
Archives

Model This Week