ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ଫରେନ୍‌ସିକ୍‌ ସାଇନ୍ସ ଲାବୋରେଟୋରୀରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି । ଲାଏ ଡିଟେକ୍ସନ ଟେଷ୍ଟ ବେଳେ ବିଦ୍ୟାଙ୍କୁ ଏକାଧିକ ପ୍ରଶ୍ନ ପଚରାଯାଇଥିବା ସୂଚନା ମିଳିଛି।

ଏହା ପୂର୍ବରୁ ରବିବାର ଡିଏଫ୍‌ଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଏ ଡିଟେକ୍ସନ ଟେଷ୍ଟ ହୋଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri