ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ଫରେନ୍‌ସିକ୍‌ ସାଇନ୍ସ ଲାବୋରେଟୋରୀରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି । ଲାଏ ଡିଟେକ୍ସନ ଟେଷ୍ଟ ବେଳେ ବିଦ୍ୟାଙ୍କୁ ଏକାଧିକ ପ୍ରଶ୍ନ ପଚରାଯାଇଥିବା ସୂଚନା ମିଳିଛି।

ଏହା ପୂର୍ବରୁ ରବିବାର ଡିଏଫ୍‌ଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଏ ଡିଟେକ୍ସନ ଟେଷ୍ଟ ହୋଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର କୋଇଲା ଖଣି ଦୁର୍ଘଟଣା: ଏମ୍‌ସିଏଲ୍‌ର କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନବାଚୀ

ତାଳଚେର,୨୯ା୭(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍‌ ଫିଲ୍‌ଡସ ଲିମିଟେଡ (ଏମ୍‌ସିଏଲ୍‌)ର ଭରତପୁର କୋଇଲା ଖଣିରେ ଗତ ୨୩ ତାରିଖ ରାତିରେ ଘଟିଥିବା ଦୁର୍ଘଟଣାରେ ଏଯାଏ ୩ଜଣଙ୍କ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ମାଓବାଦୀ ନେତା ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ, ୧୮।୫: ୨୦୧୪ ଜୁଲାଇ ୧୭ ତାରିଖ ବିଳମ୍ବିତ ରାତିରେ ବଡ଼ବଜ଼ାର ଥାନା ଅନ୍ତର୍ଗତ ମଙ୍ଗଲବରମ ପେଟାସାହିର ଏ. ଚନ୍ଦ୍ରା ରାଓଙ୍କ ଘରୁ ମାଓବାଦୀ...

୨୬ ବର୍ଷ ପରେ ଘରକୁ ଫେରିଲେ ସନିଆ

ସୋର,୧୫ା୧୧(ଡି.ଏନ.ଏ)  ୧୯୯୫ରୁ ନିଖୋଜ ଥିବା ବାଲେଶ୍ୱର ଜିଲା ସୋର ବ୍ଲକ ସାଧୁଆପଡା ଗ୍ରାମର ସତ୍ୟାନନ୍ଦ ନାୟକଙ୍କ ପୁଅ ସନିଆ ୨୬ ବର୍ଷ ପରେ ରବିବାର ଘରକୁ ଫେରିଛନ୍ତି।...

ବସ୍‌ ଟିକସ ଛାଡ଼ ନେଇ ବିଚାର ଚାଲିଛି: ମନ୍ତ୍ରୀ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନରୁ ଦୀର୍ଘ ୧୬ ମାସ ହେବ ଗାଡିମଟର ଚଳାଚଳ ବନ୍ଦ ହୋଇ ରହିଛି। ଫଳରେ ବସ୍‌ ମାଲିକମାନେ ସର୍ବାଧିକ କ୍ଷତି ସହିଛନ୍ତି।...

ଧରିତ୍ରୀ ଖବର ଦେଖି ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କଲେ ସାମାଜିକ କର୍ମୀ

ବରଗଡ ଅଫିସ,୬।୧୦- ବରଗଡ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ରାଇଶୋଭା ଗ୍ରାମର ମଙ୍ଗଳୁ ଭରାସାଗରଙ୍କ ସାଢେ ୪ମାସର ଶିଶୁପୁତ୍ର ସରୋଜଙ୍କ ଅଣ୍ଟାରେ ଜନ୍ମରୁ ଏକ ମାଂସ...

ସୋସିଆଲ ମିଡିଆର ଅପବ୍ୟବହାର: ସରକାରୀ ଚିଠି ଶେୟାର କରୁଛନ୍ତି ସରକାରୀ କର୍ମଚାରୀ

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଅଫିସର କର୍ମଚାରୀମାନେ ସୋସିଆଲ ମିଡିଆର ଅପବ୍ୟବହାର କରୁଥିବା ଜିଲାପାଳଙ୍କ ନଜରକୁ ଆସିଛି। ବିଶେଷକରି ସରକାରୀ ଅଫିସଗୁଡ଼ିକର କିରାଣି...

ବିନା ଆଇଆଇସିରେ ଚାଲିଛି ଥାନା

ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲାର ସହଦେବଖୁଣ୍ଟା ମଡ଼େଲ ଥାନା, ଟାଉନ୍‌ ଥାନା, ରେମୁଣା ଥାନା, କମର୍ଦ୍ଦା ଥାନାରେ ଫାଙ୍କା ପଡ଼ିଛି ଆଇଆଇସି ପଦବୀ। ଦୀର୍ଘଦିନ ହେଲା...

Advertisement


Archives

Model This Week