କେନ୍ଦ୍ରୀୟ ବିଦ୍ୟାଳୟରେ ବିଦ୍ୟା ପ୍ରବେଶ ଉତ୍ସବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା…

ଭଞ୍ଜନଗର,୨୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁବାର ପ୍ରଥମ ଶ୍ରେଣୀର ବିଦ୍ୟା ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷ ପ୍ରଦୀପ କମାନୁ ସଭାପତିତ୍ୱ କରି କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଇତିହାସ ଓ ଶିକ୍ଷା ପ୍ରଣାଳୀ ସଂପର୍କରେ କହିଥିଲେ।

ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବାଗତ ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ବରିଷ୍ଠ ଶିକ୍ଷକ ଓଁକାର ଅଙ୍କିତ ସଭାକୁ ସଂଯୋଜନା କରିଥିଲେ। ଚଳିତ ବର୍ଷ ଷ୍ଟାଣ୍ଡାର୍ଡ ୧ ରେ ୪୦ ଜଣ ଛାତ୍ରୀ ଛାତ୍ର ନାମ ଲେଖାଇଥିବା ବେଳେ ଅନ୍ୟଜଣେ ବଦଳି ହୋଇ ଆସିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…

ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

ବାରମ୍ବାର ଅଭିଯୋଗ ସତ୍ତ୍ବେ କାର୍ଯ୍ୟକ୍ଷମ ହେଉନି ନୂଆ ସବଷ୍ଟେସନ, ନିରବ ଜିଲା ପ୍ରଶାସନ

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସିମନବାଡି ଫିଡ଼ରରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଦେଖାଯାଉଛି । ଏହାର ସମାଧାନ ପାଇଁ ରାଜ୍ୟ ସରକାର ସିମନବାଡି ଫିଡ଼ର…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri