Posted inଖେଳ

୩୯ ବର୍ଷର ରେକର୍ଡ ଭାଙ୍ଗିବାରେ ବଞ୍ଚିତ ହେଲେ ବିଦ୍ୟା ରାମରାଜ୍‌

ଚଣ୍ଡିଗଡ଼,୧୧ା୯: ୪୦୦ ମିଟର ହର୍ଡଲ୍ସରେ କିମ୍ବଦନ୍ତୀ ପି.ଟି ଉଷାଙ୍କ ୩୯ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗିବାରେ ଅଳ୍ପକେ ବଞ୍ଚିତ ହୋଇଛନ୍ତି ଏସିଆନ ଗେମ୍ସ ପାଇଁ ମନୋନୀତ ହୋଇଥିବା ତାମିଲନାଡୁର ଆର. ବିଦ୍ୟା ରାମରାଜ। ଚଳିତ ଇଣ୍ଡିଆନ ଗ୍ରାଁ ପ୍ରି-୫ରେ ବିଦ୍ୟା ୫୫.୪୩ ସେକେଣ୍ଡ ଟାଇମିଂରେ ତାଙ୍କ ରେସ୍‌ ଶେଷ କରିଛନ୍ତି।

ଉଷା ୧୯୮୪ ଲସ୍‌ଆଞ୍ଜେଲ୍ସ ଅଲିମ୍ପିକ୍ସରେ ୫୫.୪୨ ସେକେଣ୍ଡ ଟାଇମିଂରେ ଚତୁର୍ଥ ସ୍ଥାନ ଅଧିକାର କରି ଅଳ୍ପକେ ବ୍ରୋଞ୍ଜ ଜିତିପାରି ନ ଥିଲେ। ଶିବନାଥ ସିଂଙ୍କ ୧୯୭୮ ମାରାଥନ ଜାତୀୟ ରେକର୍ଡ ପରେ ଆଥଲେଟିକ୍ସରେ ଉଷାଙ୍କର ଏହା ହେଉଛି ଦ୍ୱିତୀୟ ସର୍ବପୁରାତନ ରେକର୍ଡ।

ଉଷା ବର୍ତ୍ତମାନ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ସଭାପତି ଅଛନ୍ତି। ବିଦ୍ୟା କହିଛନ୍ତି ମାଡାମ୍‌ ଉଷା ଏତେ ପ୍ରତିଭାଶାଳୀ ଥିଲେ ଯେ, ତାଙ୍କ ରେକର୍ଡକୁ ଏପର୍ଯ୍ୟନ୍ତ କେହି ଭାଙ୍ଗିପାରୁ ନାହାନ୍ତି। ସୋମବାର ତାଙ୍କ ରେକର୍ଡକୁ ଭାଙ୍ଗିବା ଲାଗି ସେ ରେସ୍‌ ପୂର୍ବରୁ ମନସ୍ଥ କରିଥିଲି। ପ୍ରଥମ ୨୦୦ମିଟର ସାମାନ୍ୟ ମନ୍ଥର ଥିଲା ଏବଂ ପରେ ସ୍ପିଡ୍‌ ବଢାଇଥିଲେ। ଯଦି ପ୍ରଥମ ୨୦୦ ମିଟର ସ୍ପିଡ୍‌ ଦୌଡ଼ି ଥାନ୍ତେ ହୁଏତ ସୋମବାର ସେ ଜାତୀୟ ରେକର୍ଡ ଭାଙ୍ଗି କରିପାରିଥାନ୍ତେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri