ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ମା’, ଭାଇଙ୍କୁ ଜିଆର୍‌ପି ପୋଲିସର ଜେରା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶନିବାର ଜିଆର୍‌ପି ପୋଲିସ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ମା’ ଏବଂ ଭାଇଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି।

କଟକ କାଜିବଜାରସ୍ଥିତ ଘରକୁ ଯାଇ ପୋଲିସ ପଚରାଉଚରା କରିଛି। ଏହି ସମୟରେ ଆଦିତ୍ୟ ଏବଂ ବିଦ୍ୟାଶ୍ରୀଙ୍କ ପାରିପାରିକ ଜୀବନ ସମ୍ପର୍କରେ ପୋଲିସ ପ୍ରଶ୍ନ କରିିଛି। ପୂର୍ବରୁ ପୋଲିସ ସ୍ତ୍ରୀ ବିଦ୍ୟାଶ୍ରୀ ଓ ବାପାମା’ଙ୍କୁ ଜେରା କରିଥିଲା। ସାଢ଼େ ୩ ଘଣ୍ଟା ଧରି ୩ଜଣଙ୍କୁ ଜେରା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ,...

ସୁକନ୍ୟା ଯୋଜନାରେ ଜମାରାଶି ଆତ୍ମସାତ ଅଭିଯୋଗ, ମୁଖ୍ୟ ଡାକଘର ସମ୍ମୁଖରେ ଧାରଣା ଦେଲେ ଉପଭୋକ୍ତା

ବରଗଡ ଅଫିସ, ୨୦।୧- ବରଗଡ ବ୍ଳକ ଅନ୍ତର୍ଗତ ବରାହଗୋଡାସ୍ଥିତ ଡାକଘରରେ ସୁକନ୍ୟା ଯୋଜନାରେ ଜମା ହୋଇଥିବା ଜମାରାଶିକୁ କିଛି ଡାକ କର୍ମଚାରୀ ଆତ୍ମସାତ୍‌ କରିଥିବା ଅଭିଯୋଗ...

ଆଜି ୧୧୭ ପିଲା କାରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୧୭ ଜଣ...

ମାଲେସିଆ ଜାହାଜରୁ ତେଲ କଢ଼ାଯିବ: ମନ୍ତ୍ରୀ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଚିଲିକା ନିକଟରେ ଲାଗିଥିବା ମାଲେସିଆ ମାଲବାହୀ ଜାହାଜରୁ ତେଲ କଢାଯିବ। ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି।...

ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ବିଭିନ୍ନ ଜିଲାରେ ଥିବା ସଂଖ୍ୟାଲଘୁ ଧର୍ମାନୁଷ୍ଠାନଗୁଡ଼ିକର ବିକାଶ ନିମନ୍ତେ ୧୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସ୍ବତନ୍ତ୍ର...

୬ ଇଞ୍ଚ ଦବିଲା ଆପ୍ରୋଚ ରୋଡ୍‌ : ରାଜଧାନୀରେ ପୁଣି ଫ୍ଲାଏଓଭର ଆତଙ୍କ

ଭୁବନେଶ୍ୱର, ୨୬ା୮(ବ୍ୟୁରୋ) : ଭୁବନେଶ୍ୱର ବମିଖାଲ ଫ୍ଲାଏଓଭର ନିର୍ମାଣ ବେଳେ ୨ ବଡ଼ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯିବା ଘଟଣା ଏବେ ବି ଲୋକଙ୍କ ମନରେ...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି...

ବଲାଣି ସେଲ୍‌ ଖଣିରେ ଦୁର୍ଘଟଣା: କ୍ରଶରରେ ଚାପି ହୋଇ ଶ୍ରମିକଙ୍କ ୩ ଆଙ୍ଗୁଠି କଟିଲା

ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର...

Advertisement


Archives

Model This Week