କମାଣ୍ଡୋ ଷ୍ଟାରଙ୍କ ବଡ଼ ଉପଲବ୍ଧି: ପୁଟିନ୍‌-ବେୟର ଗ୍ରିଲ୍ସ କ୍ଲବରେ ସାମିଲ ହେଲା ନାମ

ବମ୍ବେ: ଅନ୍ତରାଷ୍ଟ୍ରୀୟସ୍ତରରେ ଭାରତକୁ ଗୌରବାନ୍ବିତ କରିଥିବା ଅନ୍ୟତମ ଅଭିନେତା ପାଲଟିଛନ୍ତି ବିଦ୍ୟୁତ ଜାମଓ୍ବାଲ। ପୂର୍ବରୁ ତାଙ୍କୁ ଜ୍ୟାକି ଚାନ୍‌ ଆକ୍ସନ ମୁଭି ଆଓ୍ବାର୍ଡ ମିଳିସାରିଛି। ଏବେ ତାଙ୍କୁ ଭ୍ଲାଦିମିର ପୁଟିନ୍‌ ଏବଂ ବିୟର ଗ୍ରିଲ୍ସଙ୍କ ଭଳି ବଡ଼ ନାମ ଥିବା ତାଲିକାରେ ସାମିଲ କରାଯାଇଛି।

‘ଦ ରିଚେଷ୍ଟ’ ପକ୍ଷରୁ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ଦୁନିଆର ଏଭଳି ବ୍ୟକ୍ତିତ୍ୱ ରହିଛନ୍ତି ଯାହାଙ୍କ ସହ ଝଗଡ଼ା କରିବା ଅସୁବିଧାରେ ପକାଇବାରେ। ଏଥିରେ ଭାରତର ଗୋଟିଏ ମାତ୍ର ବ୍ୟକ୍ତି ଭାବେ ବିଦ୍ୟୁତ୍‌ଙ୍କ ନାମ ରହିଛି।

ବିଦ୍ୟୁତ୍‌ଙ୍କ ବିଷୟରେ ଯଦି କଥାହେବା ତାହା ହେଲେ, ସେ ୨୦୧୧ରେ ‘ଫୋର୍ସ’ ଚଳଚ୍ଚିତ୍ର ଜରିଆରେ ଅଭିନୟ ଆରମ୍ଭ କରିଥିଲେ। ଏହାପରେ ସେ କମାଣ୍ଡୋ ସିିରିଜ୍‌ରେ କାମ କରିଛନ୍ତି। ଏପରିକି ବାଦ୍‌ଶାହା ଏବଂ ଜଙ୍ଗଲ ଫିଲ୍ମରେ ତାଙ୍କ ନିଖୁଣ ଅଭିନୟ ସମସ୍ତଙ୍କ ମନ କିଣିଛି। ବିଶେଷକରି ନିଜେ ଆକ୍ସନ ଦୃଶ୍ୟ କରୁଥିବାରୁ ତାଙ୍କର ବିଶେୟଷ ଉପଲବ୍ଧି ରହିଛି। ଆଗାମୀ ଦିନରେ ତାଙ୍କ ଫିଲ୍ମ ‘ୟାରା’ ଆସିବାକୁ ଯାଉଛି। ଜୁଲାଇ ୩୦ରେ ଏହାକୁ ଜି-୫ରେ ରିଲିଜ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରିତିକ୍‌ଙ୍କ ସହ ନଜର ଆସିବେ ଅନୁଷ୍କା

ଫିଲ୍ମ ‘ୱାର୍‌’ର ସଫଳତା ପରେ ଅଭିନେତା ହ୍ରିତିକ ରୋଶନ ନିଜ ଆଗାମୀ ଫିଲ୍ମ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିର୍ଦ୍ଦେଶକ ଫରହା ଖାନଙ୍କ ଆଗାମୀ ଫିଲ୍ମରେ...

ଲକ୍‌ଡାଉନରେ ଭିତରେ ଏହି ଅଭିନେତାଙ୍କ ହେଲା ନିର୍ବନ୍ଧ: ଅନ୍‌ଲାଇନ୍‌ରେ ଛୁଟିଲା ଶୁଭେଚ୍ଛାର ସୁଅ

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍‌ ହୋଇଯାଇଛି। ଏଥିଯୋଗୁ ବ୍ୟବସାୟ, ବିଭିନ୍ନ ପ୍ରକାରର କାର୍ଯ୍ୟପନ୍ଥା, ଫିଲ୍ମ ଶୁଟିଂ, ରିଲିଜ ଉପରେ ବହୁ...

ଶାହରୁଖଙ୍କ ଜନ୍ମଦିନରେ ୫ ହଜାର କରୋନା କିଟ୍‌ ଦାନ କରିବେ ପ୍ରଶଂସକ

ବଲିଉଡର କିଙ୍ଗ ଖାନ ଶାହରୁଖ ଆଜି ୫୫ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଦିନ କେବଳ ଶାହରୁଖଙ୍କ ପାଇଁ ନୁହେଁ ତାଙ୍କ ପ୍ରଶଂସକଙ୍କ ପାଇଁ...

ଯୁବ ପ୍ରତିଭାଙ୍କୁ ସମର୍ଥନ କରିବ ସୁଶାନ୍ତ ସିଂ ରାଜପୁତ ଫାଉଣ୍ଡେଶନ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ଆତ୍ମହତ୍ୟା ଘଟଣା ତାଙ୍କ ପ୍ରଶଂସକଙ୍କ ସମେତ ପରିବାରକୁ ଖୁବ୍‌ ଆଘାତ ଦେଇଛି। ଏଥିପାଇଁ ପରିବାର ପୁଅ ନାମରେ ଏକ...

ରିଲିଜ୍‌ ପୂର୍ବରୁ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଲା ଝଟ୍‌କା

ମୁମ୍ବାଇ: ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଛି ଝଟ୍‌କା। ରିଲିଜ୍‌ ପୂର୍ବରୁ ସେନ୍‌ସର ବୋର୍ଡ ଏଥିରେ ଥିବା କିଛି ବିବାଦୀୟ ସିନ୍‌...

ମଧୁବାଲାଙ୍କ ଉପରେ ବାୟୋପିକ୍‌ ନିର୍ମାଣ କରିବେ ଇମ୍‌ତିଆଜ୍‌ ଅଲ୍ଲୀ

ବମ୍ବେ: ବେଗମ୍‌ ମୁମତାଜ ଜେହାନ ଦେହଲବୀ ଓରଫ ମଧୁବାଲାଙ୍କ ଜୀବନକାହାଣୀ ଉପରେ ନିର୍ମିତ ହେବ ବାୟୋପିକ୍‌। ଲୋକପ୍ରିୟ ଫିଲ୍ମ ନିର୍ମାତା ଇମ୍‌ତିଆଜ ଅଲ୍ଲୀ ଏହାକୁ ନିର୍ମାଣ...

୨୫ ହଜାର ପିପିଇ ଦାନ କଲେ ଶାହରୁଖ

ମୁମ୍ବାଇ,୧୫।୪: କରୋନା ମୁକାବିଲା ପାଇଁ ଅଭିନେତା ଶାହରୁଖ ଖାନ୍‌ ମହାରାଷ୍ଟ୍ର ମେଡିକାଲ କର୍ମଚାରୀଙ୍କ ଲାଗି ୨୫ ହଜାର ପିପିଇ (ପର୍ସନାଲ ପ୍ରୋଟେକ୍ସିଭ ଇକ୍ୱିପ୍‌ମେଣ୍ଟ) କିଟ୍‌ ଦାନ...

ପରଲୋକରେ ଅଭିନେତା କୁଶଲ ପଞ୍ଜାବୀ

ମୁମ୍ବାଇ,୨୭।୧୨: ଟେଲି କଳାକାର କୁଶଲ ପଞ୍ଜାବୀଙ୍କର ୩୭ବର୍ଷ ବୟସରେ ମୃତ୍ୟୁ ହୋଇଛି। ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଶୁକ୍ରବାର ଦ୍ୱିପ୍ରହରେ ତାଙ୍କର...


Coronavirus Update

Archives

Model This Week

Why Dharitri