Posted inଖେଳ

ଦିନିକିଆ ସିରିଜରେ ଦର୍ଶକଙ୍କୁ ମନା

ପୁଣେ,୨୭।୨: ପୁଣେରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ତେବେ ସିରିଜର ମ୍ୟାଚ୍‌ଗୁଡିକ ବିନା ଦର୍ଶକରେ ହେବ। ମହାରାଷ୍ଟ୍ରରେ କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ରାଜ୍ୟ କ୍ରିକେଟ ଆସୋସିଏଶନ ଶନିବାର ଘୋଷଣା କରିଛି। ପୁଣେର ଗାହୁଞ୍ଜେସ୍ଥିତ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏମ୍‌ସିଏ) ଷ୍ଟାଡିୟମରେ ୩ଟି ଯାକ ମ୍ୟାଚ୍‌ ମାର୍ଚ୍ଚ୨୩, ୨୬ ଓ ୨୮ରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri