ସକାଳୁ ସକାଳୁ ଫରେଷ୍ଟ ରେଞ୍ଜରଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡ଼ା,୧୯।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛୁ ଭିଜିଲାନ୍ସ ଟିମ। ଆୟର୍ବହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି। ରେଞ୍ଜର ସାହୁ ଦୁର୍ନୀତି କରିବା ଏବଂ ଆୟ ବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ପାଇ ବହୁ ଦିନରୁ ଭିଜିଲାନ୍ସ ସ୍କାନରରେ ଥିଲେ। ବିଭିନ୍ନ ତଥ୍ୟ ସଂଗ୍ରହ ପରେ ଶୁକ୍ରବାର ଭୋର ପ୍ରାୟ ୬ .୩୦ ସମୟରୁ ଚଢ଼ାଉ ଆରମ୍ଭ କରିଛି। କାଶୀପୁର ସରକାରୀ କାର୍ଯ୍ୟାଳୟ, ବାସଭବନ, କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ଶ୍ରିନୀକେତା, ଗଞ୍ଜାମ ଜିଲାର ଭଞ୍ଜନଗର, ବ୍ରହ୍ମପୁର, ନୟାଗଡ଼ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri