ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆଇଆଇସି

ନରସିଂହପୁର,୭ା୨(ଡି.ଏନ୍‌.ଏ.): ଲାଞ୍ଚ ନେଉଥିବା ବେଳେ ସୋମବାର ଧରା ପଡ଼ିଛନ୍ତି କଟକ ଜିଲା ନରସିଂହପୁର ଥାନା ଆଇଆଇସି ଅଲେଖ ଗରଡିଆ। ସେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡ଼ିଥିଲେ। ତେବେ ଆଇଆଇସିଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଅଧିକ ଖୋଳତାଡ଼ ଚାଲିଛି। ଏଥିରେ ଜଣେ ଡିଏସ୍‌ପି, ଚାରିଜଣ ଇନ୍ସପେକ୍ଟରଙ୍କ ସହିତ ୮ ଜଣିଆ ଟିମ୍‌ ସାମିଲ ଅଛନ୍ତି। ଏକ ମାମଲାର ଫଇସଲା କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ ଧରିଥିଲା ଭିଜିଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

୭୧% ମତଦାନ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୭୧% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା...

ପ୍ରଥମ ହରିଶ୍ଚନ୍ଦ୍ର ସହାୟତା ଦେଲେ ସରପଞ୍ଚ

ଫୁଲବାଣୀ ଅଫିସ, ୩୦ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ଦୁର୍ଗମ କୋଏରମାଣ୍ଡୁ ପଞ୍ଚାୟତରେ ଏ ପର୍ଯ୍ୟନ୍ତ କୌଣସି ହିତାଧିକାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ପାଇ ନ...

ପାଏନ୍‌ ଲାଗି ଡହକ୍‌ବିକଲ ବୋର୍ଡ଼ା ଅଂଚଲବାସୀ

ଭବାନୀପାଟଣା, ୧୨ା୫ (ଡି.ଏନ୍‌.ଏ):  ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲକୀ ଅଂଚଲ ଏହେଦେ ମୁଡ଼ଫଟା ଖରାରେ ସିଝୁଛେ। ୪୬ ଡିଗ୍ରୀ ତାତି ସଂଗେ ଗୁଲଗୁଲିରେ ଲୋକ୍‌ ଡହକ୍‌ବିକଲ...

ପ୍ରେମିକ ଅନ୍ୟତ୍ର ବିବାହ କରୁଥିବାରୁ ଥାନାରେ ଏମିତି କଲେ ପ୍ରେମିକା

ଭୁବନେଶ୍ୱର,୨୮।୨: କମିଶନରେଟ ପୋଲିସ ଅଧୀନ ବାଲିପାଟଣା ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ଜଣକ ଅନ୍ୟତ୍ର ବିବାହ କରୁଥିବା ଖବର ପାଇ ପ୍ରେମିକା...

ଇଟାଲି ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୧୬।୩: କରୋନା ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ଯୁବକଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ଘର କଟକରେ ହୋଇଥିବା ବେଳେ ସେ...

ବେଆଇନ ମେଡିସିନ ବିକ୍ରି ଅଭିଯୋଗ : ହୋମିଓପାଥିତ୍କ ଡାକ୍ତର ଗିରଫ

କୋରାପୁଟ,୨୬।୧୦(ସ୍ବ.ପ୍ର.) : କୋରାପୁଟ ସହରର ବସଷ୍ଟାଣ୍ଡ ଅଞ୍ଚଳରେ ଥିବା ଏକ ହୋମିଓପାଥିକ୍‌ କ୍ଲିନିକ୍‌ରେ ବେଆଇନ ମେଡିସିନ୍‌ ରଖିବା ଅଭିଯୋଗରେ ଶନିବାର କୋରାପୁଟ ଟାଉନ ପୋଲିସ ଜଣେ...

ଦବିଲା ମହିଁଷାସୁରୀ ପୋଲ

କପ୍ତିପଦା,୨୯ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରାତନ ପୋଲ ଦବି ଯାଇଛି ା ଏହି...

ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ

ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ...

Advertisement
Archives

Model This Week