ପୋଲିସ ଏସ୍‌ଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ

ବ୍ରହ୍ମପୁର ଅଫିସ/ଜଗନ୍ନାଥପ୍ରସାଦ,୨୫।୬(ଡି.ଏନ.ଏ.)- ଏକ ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ କାର୍ଯ୍ୟରତ ପ୍ରୋବେସନାଲ ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ଏ ନେଇ ନଂ. ୮/୨୦ରେ ଗୌଡ଼ଙ୍କୁ ଗିରଫ କରାଯିବା ସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଥିବା ବ୍ରହ୍ମପୁର ଭିଜିଲାନ୍ସ ଏସପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଜଗନ୍ନାଥପାଟଣା ଗ୍ରାମର ପି. ରାଜା ସେନାପତିଙ୍କଠାରୁ ଏକ ମାମଲାର ସମାଧାନ ପାଇଁ ସିଦ୍ଧାର୍ଥ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ସେଠାରେ ଛକି ରହିଥିବା ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଥିଲା। ଚଢାଉରେ ଭିଜିଲାନ୍ସ ଅତିରିକ୍ତ ଏସପି ଶାନ୍ତନୁ ପାଢ଼ୀ, ଡିଏସପି ଅରୁଣ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri