ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୧୩।୮(ବ୍ୟୁରୋ)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କୁ ଗୁରୁବାର ଭିଜିଲାନ୍ସ ଗିରଫ କରିଛି। ବୁଧବାର ଅଜୟଙ୍କ ଘର ସମେତ ୬ ସ୍ଥାନରେ ଛାପା ମାରିଥିଲା ଭିଜିଲାନ୍ସର ୫ଟି ଟିମ୍‌। ଅଜୟଙ୍କ ଟଙ୍କପାଣି ରୋଡ଼ସ୍ଥିତ ପୈତୃକ ଘର, ଭୁବନେଶ୍ୱର ନୂଆଗଁାସ୍ଥିତ ଆଉଟ୍‌ ହାଉସ୍‌, ପଟିଆସ୍ଥିତ ଏକ ଫ୍ଲାଟ ଏବଂ ବାଲେଶ୍ୱରରେ ଥିବା ଦୁଇ ମହଲା ଘରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା। ଏ ନେଇ ଗଣମାଧ୍ୟମକୁ ଅଜୟ କହିଛନ୍ତି, ଚାକିରି ସରିବାର ଦୁଇ ମାସ ପୂର୍ବରୁ ମୋତେ ଫସାଇ ଦିଆଯାଇଛି, ଏକ ର୍ନିଦ୍ଦିଷ୍ଟ ଗୋଷ୍ଠୀଙ୍କ ଏଥିରେ ହାତ ରହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ତାର ଛିଡ଼ି ମା’ଝି’ର ମୁ୍‌ର୍‌ତୁ ଘଟନା: ପରିବାରକେ ମିଲ୍‌ଲା ୫ ଲାଖ୍‌ କ୍ଷତିପୂରନ

  ନୂଆପଡା ଅଫିସ/ସିନାପାଲି/ବରଗାଁ,୪ା୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ସିନାପାଲି ଥାନା ଅଧୀନ ମଖାପଦର ଗଁାରେ ୧୧ କେଭି ବିଦ୍ୟୁତ୍‌ ତାର ଛିଡ଼ି ଗୁଟେ ପରିବାରର ମା’ଝି’ର ମୁର୍‌ତୁ...

୨୮ରୁ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୮।୧ (ବ୍ୟୁରୋ):ସାରା ଓଡ଼ିଶା ଏବେ ହକି ଫିଭର୍‌ରେ ପଡ଼ିଥିବାବେଳେ ଆସନ୍ତା ୨୮ରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି ଯାତ୍ରା। ୨୮ରୁ ଫେବୃୟାରୀ ୧୦ ପର୍ଯ୍ୟନ୍ତ...

ଲିଗାଲ ଟେକ୍‌ନୋଲୋଜିରେ ନୂତନ ବିବର୍ତ୍ତନ

ଏକ ଦଶନ୍ଧିରୁ ଅଧିକ ସମୟର ସଂଘର୍ଷରତ ଯାତ୍ରା ପରେ ରାକେଶ ଶତପଥୀ ଜଣେ ଦକ୍ଷ ଡିରେକ୍ଟର ତଥା କମ୍ପ୍ୟୁଟର ଇଞ୍ଜିନିୟର ଭାବେ ଏପିକ୍‌ ଗ୍ଲୋବାଲ ୟୁଏସ୍‌...

ପୁଅର ମୃତଦେହ ଗାଁକୁ ଆଣିବା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ପରିବାର ଲୋକେ

ସୋରଡ଼ା,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ହୁକୁମା ପଞ୍ଚାୟତ ନୂଆଗାଁ ଗ୍ରାମର ଅଜୟ ମଲିକଙ୍କ ପୁଅ ରଞ୍ଜନ (୨୭) ତାମିଲନାଡୁର କୋଏମ୍ବାଟୁରର ପେରିୟାନାଇକେନପାଲୟମ ଥାନା ଅଞ୍ଚଳର...

ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ; ମଙ୍କି ପକ୍ସ ଚିକିତ୍ସା ପାଇଁ ଜାରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର, ୩୦।୭(ବ୍ୟୁରୋ)- ବିଶ୍ୱର ୭୮ଟି ଦେଶରେ ଏବେ ମଙ୍କି ପକ୍ସ ଭୂତାଣୁ କାୟା ବିସ୍ତାର କରିସାରିଲାଣି। ଏଥିରେ ୨୧ହଜାର ରୋଗୀ ଆକ୍ରାନ୍ତ ହୋଇସାରିଥିବାବେଳେ ୧୧ଜଣଙ୍କ ମୃତ୍ୟୁ...

ଇସିଜି କହୁଛି ମୃତ, ଚର୍ଚ୍ଚାରେ ଏୟାରଲିଫ୍ଟ

ଭୁବନେଶ୍ୱର(ବ୍ୟୁରୋ)/ସମ୍ବଲପୁର ଅଫିସ,୬।୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗତ ୨୯ତାରିଖରେ ବ୍ରଜରାଜନଗର ଗାନ୍ଧୀଛକ ନିକଟରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବାବେଳେ ତାଙ୍କ ଉପରକୁ...

ବିନ୍ଦୁସାଗରରେ କୂଳରେ ଏଥର ପିଣ୍ଡ ମନା

ଭୁବନେଶ୍ୱର, ୧୩।୧୧ (ବ୍ୟୁରୋ): ମହାମାରୀ କରୋନାକୁ ଲକ୍ଷ୍ୟକରି ଭୁବନେଶ୍ୱର ବିନ୍ଦୁସାଗରରେ ଏବର୍ଷ ପୟା ଶ୍ରାଦ୍ଧ ତଥା ପିଣ୍ଡଦାନକୁ ବନ୍ଦ ରଖାଯାଇଛି। ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ...

ଗତ ସପ୍ତାହରେ କଣ୍ଟେନମେଣ୍ଟ ଜୋନ୍‌ରୁ ୨୯୮ ଆକ୍ରାନ୍ତ ଚିହ୍ନଟ: ସିଏମ୍‌ସି କମିଶନର

କଟକ ଅଫିସ,୯ା୮-କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି।...

Advertisement
Archives

Model This Week